୭୫ ତମ ଜିଲ୍ଲାସ୍ତରୀୟ ସାଧାରଣ ତନ୍ତ୍ର ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ
ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡା / ୧୨/୮ : ରାୟଗଡା ଜିଲ୍ଲା ସ୍ତରୀୟ ୭୫ ତମ ସାଧାରଣ ତନ୍ତ୍ର ଦିବସ ପାଳନ ନିମନ୍ତେ ଆଜି ଏକ ପ୍ରସ୍ତୁତି ବୈଠକ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରଇତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ…