ଦାସପୁର ଗ୍ରାମ ରେ ଜନ ଅଭିଯୋଗ ଶୁଣାଣୀ ରେ ସମସ୍ତ ଗୁହାରି ଶୁଣିଲେ ବିଧାୟକ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ ଅନ୍ତର୍ଗତ ରମ୍ପା ପଞ୍ଚାୟତ ର ଦାସପୁର ଗ୍ରାମ ଠାରେ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ମାନ୍ୟବର ପାରଳା ବିଧାୟକ ରୁପେଶ ପାଣିଗ୍ରାହୀ ଅଭିଯୋଗ ଶୁଣାଣୀ ରେ ଯୋଗଦେଇ ସମୁଦାୟ ୨୩ ଗୋଟିଅଭିଯୋଗ ଶୁଣିଥିଲେ।…