ସାନଖେମୁଣ୍ଡି ବିଧାୟକ ରମେଶ ଜେନାଙ୍କ ଅଧ୍ୟକ୍ଷତାରେ ବନ୍ଧୁ ମିଳନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି
ହିଞ୍ଜିଳିକାଟୁ:(ରଜତ ପଟ୍ଟନାୟକ)ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଶେରଗଡ ବ୍ଲକ୍ ର ୨୨ଗୋଟି ପଞ୍ଚାୟତ କୁ ନେଇ ଏକ ବିଶେଷ ବନ୍ଧୁମିଳନ କାର୍ଯ୍ୟକ୍ରମ ସାନଖେମୁଣ୍ଡି ବିଧାୟକ ରମେଶ ଚନ୍ଦ୍ର ଜେନା ଙ୍କ ନେତୃତ୍ବରେ ରବିବାର ଦିନ ବିଧାୟକଙ୍କ ଫାର୍ମ ହାଉସ୍ ଠାରେ ମହା ଆଡମ୍ବରରେ ପାଳିତ ହୋଇଯାଇଛି।ଏହି!-->…