ବେଦାନ୍ତ ଆଲୁମିନିୟମ ଗୋଷ୍ଠୀ ତଥା କାର୍ଯ୍ୟର ସୁରକ୍ଷା ପାଇଁ ସୁରକ୍ଷା ସମ୍ମିଳନି ଆୟୋଜିତ କରିଛି

ଝାରସୁଗୁଡ଼ା, ଓଡ଼ିଶା, ୧୯.୧୦.୨୦୨୩: ଭାରତର ବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ଏହାର ଝାରସୁଗୁଡ଼ା ପ୍ଲାଂଟରେ ସୁରକ୍ଷା ସଂପର୍କିତ ଜ୍ଞାନର ଆଦାନ ପ୍ରଦାନ ଓ ଔଦ୍ୟୋଗୀକ ସୁରକ୍ଷା ଅଭ୍ୟାସ ଆବଶ୍ୟକତା ଉପରେ ଏକ ଅଧିବେଶନ ଆୟୋଜନ କରିଥିଲା । ଆଇନ ଶୃଙ୍ଖଳା ଓ ଔଦ୍ୟୋଗିକ ସୁରକ୍ଷା…

“ମୋ ସରକାର’ ପ୍ରକୋଷ୍ଠରେ ମିଳିଥିବା ଅଭିଯୋଗ ଅନୁଯାୟୀ କାର୍ଯ୍ୟନୁଷ୍ଠାନ ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା…

ଭୁବନେଶ୍ୱର:ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଓଡ଼ିଶା ଦ୍ୱାରା ପରିଚାଳିତ "ମୋ ସରକାର' ପ୍ରକୋଷ୍ଠରେ କେତେକ କର୍ମଚାରୀମାନଙ୍କ ବିରୁଦ୍ଧରେ ଅଭିଯୋଗ ହସ୍ତଗତ ହୋଇଥିଲାା ଉକ୍ତ ଅଭିଯୋଗଗୁଡ଼ିକୁ ଅନୁଧ୍ୟାନ କଲା ପରେ ଜଣାପଡ଼ିଲା ଯେ ଏଗୁଡ଼ିକ ମୁଖ୍ୟତଃ ଶିକ୍ଷକମାନଙ୍କର ପେନ୍ସନ୍, ଅବସରକାଳୀନ…

ପ୍ରତ୍ୟେକ ଗାଁ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ନିଶ୍ଚିନ୍ତକୋଇଲିରେ ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାର…

https://youtu.be/2cD5ftqDoQc (ନିଶ୍ଚିନ୍ତକୋଇଲି-ଶାସକ ପ୍ରଶାସକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆମ ଓଡ଼ିଶାା ନବୀନ ଓଡ଼ିଶା ଯୋଜନାରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ପାଇଁ ଆଭାସୀ ମାଧ୍ୟମରେ ଶୁଭାରମ୍ଭ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ନିର୍ମାଣ କାର୍ଯ୍ୟ ଶେଷ ହେବା ପରେ…

କଂଗ୍ରେସ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ଓ ପ୍ରତିବାଦ ସଭା ଅନୁଷ୍ଠିତ ।

କେନ୍ଦ୍ରାପଡା:(ଶାସକ ପ୍ରଶାସକ)ପ୍ରଫୁଲ୍ଲ କୁମାର ମଲ୍ଲ : କେନ୍ଦ୍ରାପଡ଼ା ଜିଲ୍ଲା ନଗର ଓ ବ୍ଲକ କଂଗ୍ରେସ ପକ୍ଷରୁ ଜିଲ୍ଲା ପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ କାର୍ଯ୍ୟାଳୟ ଘେରାଉ ଓ ପ୍ରତିବାଦ ସଭା ଅନୁଷ୍ଠିତ ହୋଇଯାଇଛି ।ଗଣେଶ୍ୱର ବେହେରାଙ୍କ ନେତୃତ୍ବରେ ବହୁ…

ମାହାଙ୍ଗା ବ୍ଲକ ବିଭିନ୍ନ ପଞ୍ଚାୟତର ବିକାଶପାଇଁ ଆମ ଓଡିଶା ନବୀନ ଓଡିଶା ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ :

 ୫ଶହ ୩୨ଟି ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପ ପାଇଁ ୧୮କୋଟି ୫୦ଲକ୍ଷ ଟଙ୍କା ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ l  (ମାହାଙ୍ଗା-ଶାସକ ପ୍ରଶାସକ): ଓଡ଼ିଶା ବିକାଶର ସାରଥୀ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରୁ ଆଭାସୀ ଯୋଗେ କଟକ ଜିଲ୍ଲା ମାହାଙ୍ଗା ବ୍ଲକ…

୧୫ ଲିଟର ଦେଶୀ ମଦ ଜବତ , ଜଣେ ଗିରଫ

ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୧୯/୧୦/୨୩ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଅବକାରୀ ବିଭାଗ ପକ୍ଷରୁ ଆଜି ବିଭିନ୍ନ ସ୍ଥାନରେ ଚଢାଉ କରାଯାଇଥିବା ବେଳେ ଜଣେ ବ୍ୟକ୍ତି ଙ୍କୁ ଦେଶି ମହୁଲି ମଦ ଚୋରା କାରବାର ସମୟରେ ଜଣଙ୍କୁ ଗିରଫ କରିଛନ୍ତି। ଉକ୍ତ ବ୍ୟେକ୍ତି ନିକଟରୁ ୧୫ ଲିଟର ଦେଶି ମହୁଲି ମଦ…

“ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ” ଆନୁକୂଲ୍ୟରେ ବାଲୁଗାଁ ମହାବିଦ୍ୟାଳୟରେ ଜାତୀୟ ପାଠଚକ୍ର ଅନୁଷ୍ଠିତ

ବାଲୁଗାଁ (ସେକ୍ କୌସର): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ମହାବିଦ୍ୟାଳୟ “ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ” ଆନୁକୂଲ୍ୟରେ ଆଜି ଏକଦିବସୀୟ ଜାତୀୟ ପାଠଚକ୍ର ଅନୁଷ୍ଠିତ ହୋଇଯାଇଛି।” ପଣ୍ଡିତ ଗୋଦାବରୀଶ ମିଶ୍ର: ଜୀବନ ଓ ସୃଜନ” ଶୀର୍ଷକ ଏହି ଜାତୀୟ ପାଠଚକ୍ରକୁ ଉତ୍କଳ ସଂସ୍କୃତି ବିଶ୍ଵବିଦ୍ୟାଳୟର…

ପୁର୍ବତନ ମନ୍ତ୍ରୀ ସ୍ୱର୍ଗତ ଲକ୍ଷ୍ମଣ ମଲ୍ଲିକଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ ଉପଲକ୍ଷେ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ

ଜଗତସିଂହପୁର,ତା-୧୯.୧୦.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର, ଆଦିକବି ସାରଳା ଦାସ ସଂସ୍କୃତି ଭବନ ପରିସରରେ ପୂର୍ବତନ ମନ୍ତ୍ରୀ, ସାଂସଦ, ଜଗତସିଂହପୁର ର ପ୍ରଥମ ଜିଲ୍ଲା ପରିଷଦ ଅଧ୍ୟକ୍ଷ ସ୍ୱର୍ଗତ ଲକ୍ଷ୍ମଣ ମଲ୍ଲିକଙ୍କ ନବମ ଶ୍ରାଦ୍ଧ ବାର୍ଷିକୀ 'ଲକ୍ଷ୍ମଣ ମଲ୍ଲିକ ସ୍ମୃତି କମିଟି',…

ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗାଇସିଲାଟ/ମନ ଡନସନା- ଗାଇସିଲାଟ ବ୍ଲକ ଅନ୍ତର୍ଗତ କନ୍ଦାଗାଡ ଗ୍ରାମ ଠାରେ ବରଗଡ ନେହେରୁ ଯୁବକେନ୍ଦ୍ର ଦ୍ବାରା କନ୍ଦାଗାଡ ବିନ୍ଧ୍ୟବାସିନୀ ଯୁବକ ସଂଘ ଆନୁକୁଲ୍ୟରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ଯକ୍ରମରେ ମୁଖ୍ଯ ଅତିଥି ଭାବେରେ ଗାଇସିଲାଟ ବ୍ଲକ ଅଧ୍ଯକ୍ଷ…

ବିଶିଷ୍ଟ ସମାଜସେବୀ ଡାକ୍ତର ପାଣୁ ନାୟକଙ୍କ ପରଲୋକ ; ବିଦ୍ୟା ବିହାର ପରିସରରେ ଶ୍ରଦ୍ଧାଞ୍ଜଳି ପ୍ରଦାନ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ବେଲଗୁଣ୍ଠା ବ୍ଳକ୍ ତା ଗୋବରା ଅଞ୍ଚଳର ଖ୍ୟାତାନାମା ଡାକ୍ତର ତଥା ସୁନାମଧନ୍ୟ ସମାଜସେବୀ, ଶିକ୍ଷାପ୍ରେମୀ, ଦକ୍ଷ ସଂଗଠକ ଡା. ପାଣୁ ନାୟକଙ୍କର 82 ବର୍ଷ ବୟସରେ ପରଲୋକ ଘଟିଛି I ବୁଧବାର ରାତ୍ରି ଆଠ ଘଣ୍ଟା ତିରିଶ ମିନିଟ୍ ସମୟରେ ଗୋବରା ପଂଚାୟତ ଅନ୍ତର୍ଗତ…