ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ “ସୁରଭି” କାର୍ଯ୍ୟକ୍ରମ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଅନୁଷ୍ଠିତ
ଘୁ.ଉଦୟଗିରି(ଅବନୀ କୁମାର ପ୍ରଧାନ): ଘୁ.ଉଦୟଗିରି ସ୍ଥିତ ଶ୍ରୀରାମପଦା ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଠାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦିବ୍ୟପ୍ରକାଶ ପ୍ରଧାନଙ୍କ ତତ୍ବାବଧାନରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ଉକ୍ତ କାର୍ଯ୍ୟକ୍ରମରେ…