ଆଞ୍ଚଳିକ କଳିଙ୍ଗ ହର୍ବାଲ ମେଳା ଉଦଘାଟିତ l
ରାଉରକେଲା,(ବସନ୍ତ କୁମାର ଜେନା): ରାଉରକେଲା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ଓ ଓଡିଶା ସରକାରଙ୍କ ରାଜ୍ଯ ଔଷଧୀୟ ବୃକ୍ଷ ପରିଷଦର ମିଳିତ ସହଯୋଗରେସ୍ଥାନୀୟ ଭଞ୍ଜ ଭବନ ପ୍ରଦର୍ଶନୀ ପଡିଆ ଠାରେ ଆଞ୍ଚଳିକ କଳିଙ୍ଗ ହର୍ବଲ ମେଳା ଆଜି ଉଦଘାଟିତ ହୋଇଛି l ଏହା 8 ତାରିଖ ପର୍ଯ୍ୟନ୍ତ 5 ଦିନ ଧରି…