ଦୀର୍ଘସ୍ଥାୟୀ କୃଷି ଓ ଆୟ ବୃଦ୍ଧି ପାଇଁ ଉତ୍କଳ ଆଲୁମିନାର ପ୍ରୋଜେକ୍ଟ “ଉନ୍ନତ’”

ଭୁବନେଶ୍ଵର; ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ (ୟୁଏଆଇଏଲ୍) ଚାଷଯୋଗ୍ୟ ଜମିରେ ଶୂନ୍ୟ-ଭିଭିକ ବଳେଟି ଜରିଆରେ ଆୟସ୍ତର ବୃଦ୍ଧି ଘଟାଇ ଜୀବନକୁ ସମୃଦ୍ଧ କରିଛି । ଉତ୍କଳସ୍ ଆକ୍ସିନ ଫର ଏଗ୍ରିକଲ୍‌ଚରାଲ ଟ୍ରାନ୍ସଫର୍ମେସନ (ଉନ୍ନତ) ପ୍ରୋଜେକ୍ଟ…

ଭୁବନେଶ୍ବର ଉନ୍ନୟନ କର୍ତ୍ତୃପକ୍ଷର ଏନ୍ଫୋର୍ସମେଣ୍ଟ ବ୍ୟବସ୍ଥା ହେବ ଅଧିକ ଦକ୍ଷ ଓ କ୍ରିୟାଶୀଳ

ଏନ୍ଫୋର୍ସମେଣ୍ଟ ପାଇଁ ୬୭ଟି ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଏହି ପଦବୀ ସୃଷ୍ଟି ହେବ ବିଭିନ୍ନ ଉନ୍ନୟନ କାର୍ଯ୍ୟ ଏବଂ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ତ୍ୱରାନ୍ୱିତ ହେବ ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ…

ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ରାଜ୍ୟ କମ୍ୟୁନିଟି ରେଡ଼ିଓ ସଂଘର ଉପସଭାପତି ମନୋନୀତ

ଭୁବନେଶ୍ୱର, ୪/୦୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଅନ୍ତର୍ଗତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ର ନିର୍ଦ୍ଦେଶିକା ଶ୍ରୀମତି ହନୀ ପଟ୍ଟନାୟକ ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ରାଜ୍ୟ ଉପସଭାପତି ଭାବେ ମନୋନୀତ ହୋଇଛନ୍ତି । ସର୍ବଭାରତୀୟ କମ୍ୟୁନିଟି ରେଡିଓ ସଂଘର ଅନୁମୋଦନ କ୍ରମେ…

“ଗାନ୍ଧୀ ଦର୍ଶନର ମୃତ୍ୟୁ ନାହିଁ”

ପାଟକୁରା ଗାନ୍ଧୀ ରାଜକିଶୋର ନାୟକଙ୍କୁ ଶ୍ରଦ୍ଧାଞ୍ଜଳି  ଭାରତବର୍ଷରେ ସାମ୍ବିଧାନିକ ବିଧି ବ୍ୟବସ୍ଥା ଅନୁଯାୟୀ କାର୍ଯ୍ୟ କରୁଥିବା ସମସ୍ତ ଅନୁଷ୍ଠାନ ଗାନ୍ଧୀ ଦର୍ଶନ ଦ୍ଵାରା ପରିଚାଳିତ : ଜଷ୍ଟିସ ୟୁ ୟୁ ଲଳିତ ବିଭିନ୍ନ ବିରୋଧାଭାସ ସତ୍ତ୍ୱେ ଗାନ୍ଧୀଙ୍କ ବିଚାରଧାରା ସହିତ ଏବେ ବି…

ମିଶନଶକ୍ତିର ମୁଖା ଖୋଲିଲେ ମହିଳା

ଜୀବିକା ମିଶନର ପ୍ରତାରଣାକୁ ନେଇ କଂଗ୍ରେସ ଭବନରେ ସାମ୍ବାଦିକ ସମ୍ମିଳନୀ ଭୁବନେଶ୍ୱର- ମିଶନ ଶକ୍ତିର ମହିଳାଙ୍କ ସଶକ୍ତିକରଣକୁ ନେଇ ରାଜ୍ୟ ସରକାରଙ୍କର ମିଥ୍ୟା ପ୍ରଚାରର ଅସଲ ଚେହେରାକୁ ଆଜି ପଦାରେ ପକାଇଛି କଂଗ୍ରେସ । ଜୀବିକା ମିଶନ ମାଧ୍ୟମରେ ମିଶନ ଶକ୍ତି ବିଭାଗ କିଭଳି ଭାବରେ ମହିଳାଙ୍କୁ…

କଂଗ୍ରେସ ପ୍ରଭାରୀ ଡ. ଅଜୟ କୁମାର ୬ ତାରିଖରେ ଓଡ଼ିଶା ଆସିବେ

ଭୁବନେଶ୍ୱର : ଅଖିଳ ଭାରତ କଂଗ୍ରେସ କମିଟି ପକ୍ଷରୁ ଓଡ଼ିଶା ନିମନ୍ତେ ନବନିଯୁକ୍ତ କଂଗ୍ରେସ ପ୍ରଭାରୀ ପୂର୍ବତନ ସାଂସଦ ଡ. ଅଜୟ କୁମାର ଙ୍କର ଆସନ୍ତା ଜାନୁଆରୀ ୬ ତାରିଖରୁ ୮ ତାରିଖ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥିର ହୋଇଛି । ଡ. ଅଜୟ କୁମାର ୬ ତାରିଖ ଦିନ ୧୧ ଘଂଟା ସମୟରେ…

ଦଶପଲ୍ଲା ଟ୍ରେନ ପାଇଁ ସମୟ ସାରଣୀ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ଆସନ୍ତା ୬ ତାରିଖରେ ଦଶପଲ୍ଲା ରେଳ ଷ୍ଟେସନର ଶୁଭ ଉଦଘାଟନ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଦ୍ଵାରା ସମ୍ପାଦିତ ହେବ । ଉଦଘାଟନ ପରେ ଦଶପଲ୍ଲାରୁ ପୁରୀ ଏବଂ ଭୁବନେଶ୍ୱର ମଧ୍ୟରେ ନିୟମିତ ଟ୍ରେନ ଚଳାଚଳ କରିବ। ରେଳ ବିଭାଗ ପକ୍ଷରୁ ମିଳିଥିବା ସୂଚନା…

ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ: ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ଖୋର୍ଦ୍ଧା ରୋଡ୍-ଦଶପଲ୍ଲା…

ନିର୍ମାଣ କାର୍ଯ୍ୟ ଚାଲୁରହିଥିବା ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନରେ ଉଭୟ ପାର୍ଶ୍ୱରୁ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ଚାଲୁ ରହିଛି | ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ସମ୍ବନ୍ଧୀୟ କାର୍ଯ୍ୟଗୁଡ଼ିକର ସମୀକ୍ଷା | ଭୁବନେଶ୍ୱର: ପୂର୍ବତଟ ରେଳପଥର…

ଅଲଟିମେଟ ଖୋ ଖୋ ସିଜନ-୨: ୩ୟ ବିଜୟ ସହ ଓଡିଶା ଜଗରନଟ୍ସର ପ୍ଲେଅଫ୍‌କୁ ଯିବା ସମ୍ଭାବନା ଉଜ୍ଜୀବିତ

କଟକ,୩ ଜାନୁଆରୀ ୨୦୨୪: ଅଲ୍ଟିମେଟ ଖୋ ଖୋ ସିଜନ ୨ରେ ଆଜି କଟକର ଜୱାହାରଲାଲ ନେହେରୁ ଇଣ୍ଡୋର ଷ୍ଟାଡିୟମରେ ଖେଳାଯାଇଥିବା ୨ୟ ମ୍ୟାଚ୍‌ରେ ଡିଫେଣ୍ଡିଙ୍ଗ ଚାମ୍ପିଅନ ଓଡିଶା ଜଗରନଟ୍ସ, ରାଜସ୍ଥାନ ୱାରିୟର୍ସ ବିରୋଧରେ ୩୨-୨୧ ପଏଂଟର ବଡ ବିଜୟ ହାସଲ କରିଛି । ଓଡିଶା ଜଗରନଟ୍ସର ପ୍ରତିରକ୍ଷାପୂର୍ଣ୍ଣ…

ଲୋକନାଥଙ୍କ ନିକଟରେ ରୁଦ୍ରାଭିଷେକ ଓ ଘୃତଯଜ୍ଞର ପୂର୍ଣ୍ଣାହୁତି : ହରିନାମ ସଂକୀର୍ତ୍ତନ ଆରମ୍ଭ : ପଞ୍ଚଦିବସ ବ୍ୟାପି…

ସାରସକଣା ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ--ସାରସକଣା ବ୍ଲକ ଝାରପୋଖରିଆ ପଞ୍ଚାୟତ ବମ୍ବେଛକ ଅଞ୍ଚଳର ସଚେତନ ଯୁବ ବର୍ଗଙ୍କ ନିଷ୍ପତ୍ତି ଅନୁଯାୟୀ ଇଂରାଜୀ ନୂଆବର୍ଷର ପ୍ରଥମ ସୋମବାରରୁ ପୂର୍ଵବର୍ଷ ଭଳି ବାବା ଲୋକନାଥ ମନ୍ଦିର ପ୍ରାଙ୍ଗଣରେ ଅଷ୍ଟଦିବସ ବ୍ୟାପି ଚତୁର୍ଥ ବାର୍ଷିକୀ ଶିବ ସହସ୍ର…