ବେଲଗୁଣ୍ଠା ବଣିକ ସଂଘର ରୌପ୍ୟ ଜୟନ୍ତୀ ଉତ୍ସବ ପାଳନ
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-: ବେଲଗୁଣ୍ଠା ବଣିକ ସଂଘର ୨୫ତମ ବାର୍ଷିକ ଉତ୍ସବ ତଥା ରୌପ୍ୟ ଜୟନ୍ତୀ ପାଳନ ନିକଟସ୍ଥ ଜ୍ଞାନଦେବୀ ଉଦ୍ୟାନରେ ସଭାପତି ସି.ଏଚ ସନତ କୁମାର ସୁବୁଦ୍ଧିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହେଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶାର ଅର୍ଥ ମନ୍ତୀ ବିକ୍ରମ…