ବାଲୁଗାଁର ଏକ ଘରୋଇ ହସପିଟାଲରେ ଉତ୍ତେଜନା, ଡାକ୍ତରଙ୍କ ଅବହେଳା ଅଭିଯୋଗ l
ବାଲୁଗାଁ( ସେକ କୌସର ): ଗତକାଲି ରାତିରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁସ୍ଥିତ ଏକ ଘରୋଇ ମେଡିକାଲରେ ଜଣେ ପ୍ରସୂତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ତେବେ ଉକ୍ତ ଘଟଣାକୁ ନେଇ ସମ୍ପୃକ୍ତ ଡାକ୍ତରଙ୍କୁ ଦାୟୀ କରିଛନ୍ତି ମୃତକଙ୍କ ପରିବାରବର୍ଗ। ଯାହାଫଳରେ ମେଡିକାଲ ପରିସରରେ ଉତ୍ତେଜନା…