ଗୋଦାବରୀଶ ମହାବିଦ୍ୟାଳୟରେ କ୍ରୀଡାପରିଷଦର ବାର୍ଷିକ ଉତ୍ସବ ଆୟୋଜିତ
ବାଣପୁର (ସେକ କୌସର ): ବାଣପୁର ଗୋଦାବରୀଶ ମହାବିଦ୍ୟାଳୟରେ କ୍ରୀଡାପରିଷଦର ବାର୍ଷିକ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ୨୬ ଓ ୨୭ ତାରିଖ ଦୁଇଦିନ ଧରି ବିଭିନ୍ନ କ୍ରୀଡା ପ୍ରତିଯୋଗିତା ଆୟୋଜିତହୋଇଥିବାବେଳେ ଆଜି ମହାବିଦ୍ୟାଳୟ ପରିଚାଳନା ସମିତିର ସଭାପତି ବିଜୟା ବନ୍ଦନା ରାଉତରାୟଙ୍କ ସଭାପତିତ୍ୱ…