ସ୍ବାମୀ ମୁନିଶ୍ଚରାନନ୍ଦ ସରସ୍ବତୀଙ୍କ ବ୍ରହ୍ମଲୀନ

ନବପ୍ରଭାତ ଗୁରୁକୁଳ ଆଶ୍ରମର ସଂସ୍ଥାପକ ସ୍ଵାମୀ ମୁନିଶ୍ଚରାନନ୍ଦ ସରସ୍ଵତୀ (୮୮ ବର୍ଷ)ଙ୍କ ରବିବାର ବ୍ରହ୍ମଲୀନ ଘଟିଛି। ସେ ବାର୍ଦ୍ଧକ୍ୟଜନିତ କାରଣରୁ ଅସୁସ୍ଥ ଥିବା ନିକଟତମ ସହଯୋଗୀଙ୍କ ସୂତ୍ରରୁ ପ୍ରକାଶ। ରବିବାର ରାତି ପ୍ରାୟ ୮ଟା ବେଳେ ତାଙ୍କ ପରଲୋକ ଘଟିଛି।ସ୍ୱାମୀଜୀ ଆମେରିକାର ମୂଳ…

ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ଶୁଭାରମ୍ଭ

  ସାରା ରାଜ୍ୟରେ ଖର୍ଚ୍ଚ ହେବ ୩୩୯୭ କୋଟି ଟଙ୍କା ପ୍ରଥମ ଦିନରେ କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ମୁହଁରେ ଗୋଟିଏ ସ୍ବର – ଆମ ଓଡିଶା, ନବୀନ ଓଡିଶା ଗାଁ ହେବ ସଶକ୍ତ ଓଡିଶାର ପ୍ରତିଛବି - ମୁଖ୍ୟମନ୍ତ୍ରୀ ପ୍ରତି ପଞ୍ଚାୟତ…

ଡାବୁଗାଁ ରେ ସାଇବର ସଚେତନ ରଥ କୁ ଭବ୍ୟ ସ୍ଵାଗତ

ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ ) ତା ୦୯/୧୦/୨୩ ନବରଙ୍ଗପୁର ଜିଲ୍ଲା ଡାବୁଗାଁ ପୁଲିସ ପକ୍ଷରୁ ସାଇବର ସଚେତନ ରଥ କୁ ଭବ୍ୟ ସ୍ଵାଗତ କରାଯାଇଛି। ଡାବୁଗାଁ ଥାନା ଅଧିକାରୀ ସୁନିଲ କୁମାର ପ୍ରଧାନ ଙ୍କ ନେତୃତ୍ୱରେ ସାଇବର ସଚେତନ ରଥ କୁ ସ୍ଵାଗତ କରାଯିବା ପରେ ଛାତ୍ରଛାତ୍ରୀଙ୍କ ଦ୍ଵାରା…

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ପ୍ରମୋଦ ଚନ୍ଦ୍ର ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର: ବିଶିଷ୍ଟ ଶିକ୍ଷାବିତ୍ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ର ପ୍ରଫେସର ପ୍ରମୋଦ ଚନ୍ଦ୍ର ପଟ୍ଟନାୟକଙ୍କର ସୋମବାର ପରଲୋକ ହୋଇଯାଇଛି । ଆଇଟିଇଆର୍‌ର ଇଲେକ୍ଟ୍ରିକାଲ୍ ଇଞ୍ଜିନିୟରିଂ ବିଭାଗର ପ୍ରଫେସର ତଥା…

ବିଦ୍ୟାଳୟରେ ଛାତ୍ରଛାତ୍ରୀ ଶୁଣିଲେ ହକିର ଜୟଗାଥା

ପ୍ରାର୍ଥନା ସଭାରେ ଶିକ୍ଷକ ଶୁଣାଇଲେ ହକିର ସଫଳତା ଭବନେଶ୍ୱର,୦୯ା୧୦: ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କୁ ହକିର ସଫଳତା ସମ୍ବନ୍ଧରେ ଏକ ପ୍ରେରଣାଦାୟୀ ବକ୍ତବ୍ୟ ଦିଆଯାଇଛି । ସୋମବାର ଦିନ ପ୍ରାର୍ଥନା ସଭାରେ ସମସ୍ତ…

ଚୋରି ମାମଲାରେ ପୁରୁଣା ୱାରେଣ୍ଟିକୁ କୋର୍ଟଚାଲାଣ

ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )-,ଆଜି ସନ୍ଧ୍ୟାରେ ଗାଙ୍ଗପୁର ପୋଲିସ୍ ଚୋରି ମାମଲାରେ ଏକ ପୁରୁଣା ୱାରେଣ୍ଟିକୁ ଗିରଫ କରି ଆସିକା କୋର୍ଟଚାଲାଣ କରିଥିବା ଗାଙ୍ଗପୁର ଥାନା ଏଏସ୍ଆଇ ଯୁଧିଷ୍ଠିର ମାଝୀ ସୂଚନା ଦେଇଛନ୍ତି I ସୂଚନା ପ୍ରକାରେ ଆଜି ସନ୍ଧ୍ୟାରେ ଗାଙ୍ଗପୁର ଥାନା ଏସ୍ଆଇ ଆର୍ତ୍ତତ୍ରାଣ…

ବେଲଗୁଣ୍ଠାରେ ସାଇବର୍‌ ସଚେତନତା ରଥକୁ ବ୍ୟାପୁଳ ସ୍ୱାଗତ: ପଥପ୍ରାନ୍ତ ନାଟକ ମାଧ୍ୟମରେ ଅପରାଧ କମେଇବା ପାଇଁ ଉଦ୍ୟମ ।

ବେଲଗୁଣ୍ଠା -(ଶିବରାମ ଚୌଧୁରୀ )-ସାରା ରାଜ୍ୟରେ ସାଇବର୍ ଅପରାଧ ଦିନକୁ ଦିନ ବୃଦ୍ଧି ପାଉଥିବାବେଳେ ଏହାର ଅତ୍ୟଧିକ ଶୀକାର ହେଉଛନ୍ତି ବରିଷ୍ଠ ନାଗରିକ, ଛାତ୍ରଛାତ୍ରୀ, ଲୋଭରେ ପଡୁଥିବା ଯୁବକ ଯୁବତୀ ।ଏହାକୁ ଦୃଷ୍ଟିରେ ରଖି ଓଡ଼ିଶା ପୋଲିସ ପକ୍ଷରୁ ସାଇବର୍ ସୁରକ୍ଷା ଅଭିଯାନ କରି ସାଇବର୍ ରଥ…

ଗୁଣପୁର ସଦର ମହକୁମଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ l

ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ଆଜି ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଗୁଣପୁର ଉପଖଣ୍ଡ ସଦର ମହକୁମା ସ୍ଥିତ ଉପ ଜିଲ୍ଲାପାଳଙ୍କ ସଦ୍ଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ସ୍ୱଧାଦେଵ ସିଂଙ୍କ ନିର୍ଦ୍ଦେଶକ୍ରମେ ଅତିରିକ୍ତ ଜିଲ୍ଲାପାଳ ରାମେଶ୍ୱର…

ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ପାରଳାଖେମଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଚୁଡ଼ଙ୍ଗପୁର ଗ୍ରାମ ପଞ୍ଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଗଜପତି ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ…

ଓଡିଆ ବିଭାଗର ସ୍ବାଗତ୍ ସମ୍ବର୍ଦ୍ଧନା ଉତ୍ସବ ପାଳିତ

ଗାଇସିଲାଟ/ମନ ଡନସନା- ପଞ୍ଚାୟତ ସମିତି ମହାବିଦ୍ୟାଳୟ, ଗାଇସିଲାଟରେ ଓଡିଆ, ଭାଷା ଓ ସାହିତ୍ୟ ବିଭାଗ ଆନୁକୁଲ୍ୟରେ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ମାନଙ୍କ ପାଇଁ ସ୍ଵାଗତ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଅଛି । ବିଭାଗୀୟ ମୁଖ୍ୟ ଡ. ଜୟକେତନ ତ୍ରିପାଠୀଙ୍କ ସଭାପତିତ୍ଵରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ…