୬୯ ତମ ଜିଲ୍ଲାସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ପାଳିତ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲାପାଳଙ୍କ ସଦ୍‌ଭାବନା ଗୃହରେ ୬୯ ତମ ଜିଲ୍ଲା ସ୍ତରୀୟ ବନ୍ୟ ପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ନୟାଗଡ଼ ବନଖଣ୍ଡ ଅଧିକାରିଣୀ କ୍ଷମା ଷଡ଼ଙ୍ଗୀଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ଉତ୍ସବରେ ଜିଲ୍ଲାପାଳ ରବିନ୍ଦ୍ର ନାଥ ସାହୁ ମୁଖ୍ୟ ଅତିଥି ଭାବେ ଯୋଗ…

ନୟାଗଡ଼ ନାଗରିକ ମଞ୍ଚ ପକ୍ଷରୁ ଦିଆଗଲା ଦାବିପତ୍ର,ଦଶହରା ପୂର୍ବରୁ ଦଶପଲ୍ଲାକୁ ଟ୍ରେନ ନଗଡ଼ିଲେ ତୀବ୍ର ହେବ ଆନ୍ଦୋଳନ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲା ଦଶପଲ୍ଲା ଠାରେ ନିର୍ମିତ ନୂତନ ରେଳ ଷ୍ଟେସନର ସମସ୍ତ କାର୍ଯ୍ୟ ଗତ ଏକମାସ ପୂର୍ବରୁ ସମ୍ପୁର୍ଣ୍ଣ ହୋଇ ସାରିଥିବା ବେଳେ ଏଠାକୁ ରେଳ ଚଳାଚଳ ନେଇ ବିଭାଗ ପକ୍ଷରୁ କୌଣସି ତତ୍ପରତା ପ୍ରକାଶ ପାଉନାହିଁ । ପୂର୍ବତଟ ରେଳ ବିଭାଗର ମୁଖ୍ୟ ସୁରକ୍ଷା ଅଧିକାରୀ…

“ଘରେ ରଖାଯାଉଥିବା ପୋଷା ପ୍ରାଣୀଙ୍କ ସ୍ଵାସ୍ଥ୍ୟ ଓ ପରିବାର ସଦସ୍ୟଙ୍କ ଉପରେ ପ୍ରଭାବ” ବିଷୟକୁ ନେଇ ଏକ…

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗୁରୁବାର ଦିନ ସ୍ଥାନୀୟ ରାଣୀ ପେଣ୍ଠ ଗ୍ରାମ ଠାରେ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପାରଳାଖେମୁଣ୍ଡିର ଛାତ୍ରଛାତ୍ରୀ ମାନଙ୍କ ତରଫରୁ "ଘରେ ରଖାଯାଉଥିବା ପୋଷା ପ୍ରାଣୀଙ୍କ ସ୍ଵାସ୍ଥ୍ୟ ଓ ପରିବାର ସଦସ୍ୟଙ୍କ ଉପରେ ପ୍ରଭାବ" ବିଷୟକୁ ନେଇ ଏକ ସଚେତନତା…

ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ସଭ୍ୟ ସଭ୍ୟା ଗଜପତି ଜିଲ୍ଲା ପରିଦର୍ଶନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ନୟାଗଡ଼ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓ ସମସ୍ତ ଜିଲ୍ଲାପରିଷଦ ସଭ୍ୟ ସଭ୍ୟା ଦିନିକିଆ ଗଜପତି ଜିଲ୍ଲା ଗ୍ରସ୍ତ କରି ଜିଲ୍ଲାରେ ସରକାରଙ୍କର ଦ୍ଵାରା କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଉନ୍ନୟନ ମୂଳକ ଯୋଜନା ଗୁଡିକ ବୁଲି ଦେଖିଥିଲେ। ଏହି ଗ୍ରସ୍ତ ସମୟରେ…

ନିହାତି ଭଲ ଖବର: କିସ୍‍ ଫାଉଣ୍ଡେସନ୍‍ର ସହାୟତା: ବଦଳିଲା ୪ ଅନାଥ ଝିଅଙ୍କ ଭାଗ୍ୟ

ଭୁବନେଶ୍ୱର : କିସ୍‍ ଫାଉଣ୍ଡେସନ୍‍ ଯୋଗୁଁ ପୁରୀ ଜିଲ୍ଲା ଚନ୍ଦନପୁର ନିକଟସ୍ଥ ରଘୁରାଜପୁର ଗ୍ରାମର ୪ ଅନାଥ ଭଉଣୀଙ୍କ ଭାଗ୍ୟ ବଦଳିଯାଇଛି । ସେମାନଙ୍କ ମୁହଁରେ ଆଜି ହସ ଫୁଟିଛି । ପୂର୍ବ ପ୍ରତିଶ୍ରୁତି ମୁତାବକ କିସ୍‍ ଫାଉଣ୍ଡେସନ୍‍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଆଜି ଉକ୍ତ ୪ ଭଉଣୀଙ୍କ…

ସମବାୟ ସମ୍ପତ୍ତି ବିକ୍ରି ଅନୁମତି ପାଇଁ ଉଚ୍ଚସ୍ତରୀୟ କମିଟି ଗଠନ

ଭୁବନେଶ୍ୱର : ୫୲୧୦: ସମବାୟ ସମିତିଗୁଡିକର ସ୍ଥାବର ସମ୍ପତ୍ତିକୁ ବିକ୍ରି ଅନୁମତି ପାଇଁ ରାଜ୍ୟ ସରକାର କମିଟି ଗଠନ କରିଛନ୍ତି । ରାଜ୍ୟ ସମବାୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ନିର୍ଦ୍ଦେଶକ୍ରମେ ଗଠନ ହୋଇଥିବା ଏହି କମିଟିରେ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଅଧ୍ୟକ୍ଷ ଥିବାବେଳେ ଅତିରିକ୍ତ…

ବାୟୁସେନା କର୍ମଚାରୀ ଙ୍କ ଅକାଳ ବିୟୋଗ।

ଗୁଣପୁର: ରାୟଗଡ଼ା ଜିଲ୍ଲା ଗୁଣପୁର ସହରର ବାୟୁସେନା କର୍ମଚାରୀ ପ୍ରକାଶଚନ୍ଦ୍ର କରଙ୍କ କିଡ୍ନୀଜନିତ ରୋଗରେ ଅକାଳ ବିୟୋଗ ଘଟିଛି। ନିଜର ଗୋଟିଏ କିଡ୍‌ନୀ ଦେଇ ଭି ସ୍ୱାମୀଙ୍କୁ ବଞ୍ଚାଇ ପାରିଲେନି। ଭାଗ୍ୟର ବିଡ଼ମ୍ବନା ଆଗରେ ହାରିଗଲେ ସ୍ତ୍ରୀ ଅନିତା। ଏହି ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ…

ଓଡିଶା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ ଦ୍ଵାରା ରେକର୍ଡ ୨୦୦୦ରୁ ଉର୍ଦ୍ଧ୍ୱ ଆଇଡିଆ ସଂଗ୍ରହର କିର୍ତିମାନ

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ଆରମ୍ଭ ହୋଇଥିବା ଷ୍ଟାର୍ଟଅପ୍ ଯାତ୍ରା ଏବଂ ଏକ୍ସପ୍ରେସ୍ ମଙ୍ଗଳବାର ଯାତ୍ରାର ୧୫ତମ ଦିବସରେ ୨୦୫୦ରୁ ଉର୍ଦ୍ଧ୍ବ ଆଇଡିଆ ସଂଗ୍ରହ କରିଛି । ଷ୍ଟାର୍ଟଅପ ଭ୍ୟାନ ଗୁଡ଼ିକ ରାଜ୍ୟର ୪ଟି ପ୍ରମୁଖ ଜିଲ୍ଲା ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ ଓ ନବରଙ୍ଗପୁରରେ…

ପ୍ରାଣୀଜଗତ ଉପରେ ବି ପଡ଼ୁଛି ଜଳବାୟୁ ପରିବର୍ତନର ପ୍ରଭାବ

ଭୁବନେଶ୍ୱର, ଅକ୍ଟୋବର ୪: ଏକ ସୁରକ୍ଷିତ ପୃଥିବୀ ନିମନ୍ତେ ଧ୍ୱଂସ ସାଧନ ଓ ପ୍ରଦୂଷଣ ବିନା ବିକାଶ ବର୍ତମାନ ସମୟର ସବୁଠାରୁ ବଡ଼ ଆବଶ୍ୟକତା ବୋଲି ବିଶିଷ୍ଟ ଜୀବବିଜ୍ଞାନୀ ପ୍ରଫେସର ଆଦିତ୍ୟ ପ୍ରସାଦ ଦାଶ ମତ ପ୍ରକାଶ କରିଛନ୍ତି ।ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପକ୍ଷରୁ ବିଶ୍ୱ ପ୍ରାଣୀ ଦିବସ…

ଅଜଣା ଗାଡ଼ି ଧକ୍କାରେ ୨ଜଣଙ୍କ ମୃତ୍ୟୁ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ପାରୁଆଭାଡି ପଞ୍ଚାୟତ ଅଫିସ ସମ୍ମୁଖରେ ଆଜି ଭୋର ସକାଳ ପ୍ରାୟ ୫ଟା ସମୟରେ ଅଜଣା ଗାଡି ଧକ୍କାରେ ୨ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ ହେଲେ ପାରୁଆଭାଡ଼ି ଗ୍ରାମର ମୁକ୍ତେଶ୍ଵର ଧାନ(୨୭) ଓ ପଣ୍ଡରିକଟା ଗ୍ରାମର ଦଧି…