ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ବାର୍ଷିକ ଉତ୍ସବ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପାରଳାଖେମୁଣ୍ଡି ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ବିିିଦ୍ୟାଳୟରର ୩୪ତମ ବାର୍ଷିକ ଉତ୍ସବ ଅତ୍ୟନ୍ତ ହର୍ଷ ଓ ଉଲ୍ଲାସର ର ବାତାବରଣ ମଧ୍ୟରେ ସଫଳତାର ସହ ସମ୍ପନ୍ନ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଡ଼.…