ରାୟଗଡ ମହାବିଦ୍ୟାଳୟରେ ନୂଆ-ଓ ର ଉଦଯାପନୀ ଉତ୍ସବ ଓ ପୁରସ୍କାର ବିତରଣ ସମାରୋହ କାର୍ଯ୍ୟକ୍ରମ
ରାୟଗଡ(ସରୋଜ କୁମାର ସାହୁ): ରାୟଗଡ ସ୍ୱୟଂଶାସିତ ମହାବିଦ୍ୟାଳୟ/ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟରେ ନୂଆ-ଓ, ଯୁବ ଓଡିଶା କାର୍ଯ୍ୟକ୍ରମର ଉଦଯାପନୀ ଉତ୍ସବ ତଥା ପୁରସ୍କାର ବିତରଣ ସମାରୋହ ମହାଆଡମ୍ବର ରେ ଅନୁଷ୍ଠିତ ହୋଇଯାଇଛି | ଏହି ଉତ୍ସବର ମଂଚାସୀନ ବିଶିଷ୍ଟ ଅତିଥି ମାନେ ଥିଲେ ବିଧାୟକ ମକରନ୍ଦ…