ଉତ୍ତର ଘୁମୁସର ରେ ୭୯ ତମ ବନ୍ୟ ପ୍ରାଣୀ ସପ୍ତାହ ପାଳନ

ଭଞ୍ଜନଗର ରୁ ( ଉଦୟନାଥ ପଣ୍ଡା ): ଉତ୍ତର ଘୁମୁସର ବନଖଣ୍ଡ ଅଧିନସ୍ଥ ତାରାସିଙ୍ଗି ବନାଞ୍ଚଳର ବନ ବିଶ୍ରାମଗାର ଠାରେ ୭୯ତମ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇଛି I ଏଥିରେ ଉତ୍ତର ଘୁମୁସର ବନଖଣ୍ଡ ଅଧିକାରୀ ଶ୍ରୀ ସୁଦର୍ଶନ ବେହେରା ସଭାପତିତ୍ବ କରିଥିଲାବେଳେ ସମାଜ ସେବୀ ଶୁଳପାଣି ଶତପଥୀ,…

ଗାଙ୍ଗପୁର ଉଚ୍ଚ ବିଦ୍ୟାଳୟରେ ମୋ ସ୍କୁଲ୍ ଅଭିଯାନ ସାମାଜିକ ସମୀକ୍ଷା ବୈଠକ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ବ୍ଳକ୍ ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟ ପରିସରରେ ମୋ ସ୍କୁଲ୍ ଅଭିଯାନର ଏକ ସାମାଜିକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ପାଇଲିପଡ଼ା ପଂଚାୟତରେ ବିଜେଡ଼ିର ପଦଯାତ୍ରା ; ବିଭିନ୍ନ ପ୍ରକଲ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଆଜି ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଏବଂ ଆସିକା ଲୋକସଭା ସାଂସଦ ପ୍ରମିଳା ବିଷୋୟୀ ବେଲଗୁଣ୍ଠା ବ୍ଳକ୍ ପାଇଲିପଡ଼ା ପଞ୍ଚାୟତରେ ଆଜି ପଦଯାତ୍ରାରେ ଯୋଗଦେଇ ବିଭିନ୍ନ ପ୍ରକଳ୍ପର ଶୁଭ ଦେଇଥିବା ବେଳେ ନବୀନ ସରକାରଙ୍କର ଗୁଣଗାନ କରିଥିଲେ I ଆଜି ପ୍ରଥମେ…

ବେଲଗୁଣ୍ଠାରେ ଗାନ୍ଧୀ ଜୟନ୍ତୀ ସମାରୋହ: ନଗରପାଳଙ୍କ ପ୍ରକୋଷ୍ଠ, ଗାନ୍ଧୀ ପ୍ରତିମୂର୍ତ୍ତି ଉନ୍ମୋଚିତ ।

ବେଲଗୁଣ୍ଠା:-(ଶିବରାମ ଚୌଧୁରୀ )-ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟ ଠାରେ ଗାନ୍ଧୀ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଅଛି । ନଗରପାଳ ଫିରୋଜ କୁମାର ସେଠୀଙ୍କ ସଭାପତିତ୍ବରେ ହୋଇଥିବା ଏହି କାର୍ଯ୍ୟକ୍ରମରେ ସୋରଡ଼ା ବିଧାୟକ ପୁର୍ଣ୍ଣଚନ୍ଦ୍ର ସ୍ୱାଇଁ ମୁଖ୍ୟ ଅତିଥି ଭାବେ…

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଆହ୍ୱାନ କ୍ରମେ ଗାନ୍ଧୀ ଜୟନ୍ତୀ ଅବସରରେ ମାହାଙ୍ଗା ରେ ବିଶାଳ ଜନସମ୍ପର୍କ…

https://youtu.be/VjjJFl4wELU ଜାତିର ପିତା ମହାତ୍ମା ଗାନ୍ଧୀ ଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ବିଧାୟକ ପ୍ରତାପ ଜେନା "ମାହାଙ୍ଗା ଏବଂ  ମହାତ୍ମା ଗାନ୍ଧୀ ଅଙ୍ଗାଙ୍ଗୀ ଭାବେ ଜଡିତ : ଗାନ୍ଧୀଙ୍କ ସ୍ମୃତିକୁ ଚିର ସ୍ମରଣୀୟ ଏବଂ ଭବିଷ୍ୟତ ପିଢିଙ୍କ ପାଇଁ ଉଜ୍ଜବିତ ରଖିବା ହିଁ ଆମର…

‘ଅଲିମ୍ପିକ୍ସ୍ ଇନ୍ ରିଲ୍ ଲାଇଫ୍‌’ କାର୍ଯ୍ୟକ୍ରମରେ ଓଡ଼ିଶାରୁ ଦୁଇ ଛାତ୍ରଛାତ୍ରୀଙ୍କ ଯୋଗଦାନ

ରାଜ୍ୟର ‘ଅଲିମ୍ପିକ୍ସ୍ ମୂଲ୍ୟବୋଧ ଶିକ୍ଷା କାର୍ଯ୍ୟକ୍ରମ’ର ସଫଳ ପ୍ରଦର୍ଶନ ଭୁବନେଶ୍ୱର, ୨ା୧୦: ଓଡିଶାକୁ ଶିକ୍ଷକ୍ଷେତ୍ରରେ ମିଳିଛି ଆଉ ଏକ ସଫଳତା । ମୁମ୍ବାଇଠାରେ ‘ଅଭିନବ ବିନ୍ଦ୍ରା ଫାଉଣ୍ଡେସନ’, ‘ଫିଲ୍ମ ହେରିଟେଜ୍ ଫାଉଣ୍ଡେସନ୍‌’ ଓ ‘ଅଲିମ୍ପିକ୍ ମ୍ୟୁଜିୟମ୍‌’ ପକ୍ଷରୁ ‘ଅଲିମ୍ପିକ୍ସ୍…

ଉପଖଣ୍ଡ ସଦର ମହକୁମା ଠାରେ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଗୁଣପୁର ଉପଖଣ୍ଡ ସଦର ମହକୁମା ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ କରାଯାଇଛି । ସକାଳୁ ବିଭିନ୍ନ ବିଦ୍ୟାଳୟରୁ ଶୋଭାଯାତ୍ରା ଆରମ୍ଭ ହୋଇ ଗାନ୍ଧୀ ପ୍ରତିମୂର୍ତ୍ତି ନିକଟରେ ଏକତ୍ରିତ ହୋଇଥିଲେ । ଗୁଣପୁର ଉପ ଜିଲ୍ଲାପାଳ ଲଳିତ କୁମାର…

ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ପାଳିତ

ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: -ଆଜି ସ୍ଥାନୀୟ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟ ପରିସରରେ ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଜୟନ୍ତୀ ମହାଡମ୍ବରରେ ପାଳିତ ହୋଇଯାଇଛି।ଏହି ଅବସରରେ ବିଶ୍ୱବିଦ୍ୟାଳୟର ପରିସରରେ ଥିବା ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ପ୍ରୋ ଚାନ୍ସେଲର ପ୍ରଫେସର୍ ଲଲିତ…

ଗ୍ରାମବାସୀ ଓ ଛାତ୍ର ଛାତ୍ରୀ ମାନଙ୍କ ସହ ମିଶି ଗ୍ରାମକୁ ସଫା କଲେ ସିଆରପିଏଫ ଯବାନ

https://youtu.be/bNyWO4C_2E8 ବରଗଡ :- ଗତ ଏକ ଦଶନ୍ଧି ରୁ ଉର୍ଦ୍ଧ୍ବ ସମୟ ହୋଇଗଲା ପଦ୍ମପୁର ଅଞ୍ଚଳ ରେ ମାଓବାଦୀ ଗତିବିଧି ଉପରେ ଅଙ୍କୁଶ ଲଗେଇବା ପାଇଁ ସରକାର ଙ୍କର ତରଫରୁ ମୁଖ୍ୟତଃ ପାଇକମାଲ ବ୍ଲକର ଗନ୍ଧମାର୍ଦ୍ଦନ ପାର୍ବତ ର ପାଦ ଦେଶରେ ଅବସ୍ଥିତ କେରମେଲାବାହାଲ , ପାଇକମାଲ ଓ…

ଇଡିତାଲ ଚିତ୍ରକଳା ଶିବିର ଉଦଯାପିତ ।

ଗୁଣପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି:  ଗତ ୨୮-୦୯-୨୦୨୩ ତାରିଖରୁ ଗୁଣପୁର ବ୍ଲକ ରିଜିଂତାଲ ଗ୍ରାମରେ ଆରମ୍ଭ ହୋଇଥିବା ଆଦିବାସୀ ଚିତ୍ରକଳା ଇଡିତାଲ ଚିତ୍ରକଳା ଶିବିର ଆଜି ତା ୦୨-୧୦-୨୦୨୩ରିଖ ଦିନ ଉଦଯାପିତ ହୋଇ ଯାଇଛି । ରିଜିଂତାଲ ଓ ଆଖପାଖ ଅଞ୍ଚଳର 52ଜଣ କଳାକାର ଏହି ଶିବିରରେ ଯୋଗଦେଇ…