ଡ଼ଙ୍ଗାଘାଟ ଉଚ୍ଚ ବିଦ୍ୟାଳୟ ରୌପ୍ୟ ଜୟନ୍ତୀ ସମାରୋହ ଉଦଯାପିତ l
ପଦ୍ମପୁର :- ଡ଼ଙ୍ଗାଘାଟ ଉଚ୍ଚ ବିଦ୍ୟାଳୟ ରୌପ୍ୟ ଜୟନ୍ତୀ ସମାରୋହ ଉଦଯାପିତ ହୋଇଯାଇଛି l ଏହି ଉଦଯାପନୀ ଉତ୍ସବରେ ବରଗଡ ପୂର୍ବତନ ସାଂସଦ ଡଃ ପ୍ରଭାସ କୁମାର ସିଂ ମୁଖ୍ଯଅତିଥି ଭାବେ ଯୋଗଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବେ ବିଧାୟିକା ବର୍ଷା ସିଂ ବରିହା ଯୋଗଦେଇ ପଞ୍ଚାୟତ ସ୍ତରୀୟ ଖେଳ…