ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣି ଶିବିର: ୧୨୫ ଅଭିଯୋଗ ପଞ୍ଜିକୃତ, ୬୨ର ତତ୍କାଳ ସମାଧାନ,
ଓଡ଼ଗାଁ ଡାକ୍ତରଖାନାରେ ବିଶେଷଜ୍ଞ ଡାକ୍ତର ନିଯୁକ୍ତି ଦାବି,
ବିଭିନ୍ନ ସମସ୍ୟା ନେଇ ଜନସାଧାରଣଙ୍କ ଅଭିଯୋଗ,
ଓଡ଼ଗାଁ, ୨୨।୬(ଶ୍ରୀକାନ୍ତ କୁମାର ମିଶ୍ର): ନୟାଗଡ଼ ଜିଲ୍ଲାର ଓଡ଼ଗାଁ ପଞ୍ଚାୟତ ସମିତି ପରିସରରେ ସୋମବାର ବ୍ଲକସ୍ତରୀୟ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ…