ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ସଙ୍କୁଳ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ
ଡାବୁଗାଁ -ଯଶବନ୍ତ ପରିଛା (ଶାସକ ପ୍ରଶାସକ )ତା ୧୬/୧୨/୨୩ : ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିରରେ ଆଜି ସଙ୍କୁଳ ସ୍ତରୀୟ କ୍ରୀଡା ପ୍ରତିଯୋଗିତା ଉଦଯାପିତ ହୋଇଯାଇଛି। ଡାବୁଗାଁ ସରସ୍ଵତୀ ଶିଶୁ ମନ୍ଦିର ପ୍ରଧାନ ଆଚାର୍ଯ୍ୟ ସତ୍ୟ ନାରାୟଣ ଚୌଧୁରୀ ଙ୍କ ସଭାପତିତ୍ବରେ ଆୟୋଜିତ କାର୍ଯ୍ୟକ୍ରମରେ…