ଷଣ୍ଢ ପଥର ଆଶ୍ରମ ବିଦ୍ୟାଳୟର ବାର୍ଷିକ ମହୋତ୍ସବ ଅନୁଷ୍ଠିତ
ଜମନକିରା,୧୩/୧୨:(ଲିପନ ନାଏକ ) : ଜମନକିରା ବ୍ଲକ ବଡରମା ପଞ୍ଚାୟତ ଷଣ୍ଢପଥର ଆଶ୍ରମ ବିଦ୍ୟାଳୟର ବାର୍ଷିକ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ ଶିକ୍ଷକ ତିର୍ଥାରାଜ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ ଯୋଗଦେଇ…