ବେଲଗୁଣ୍ଠାର ବିଭିନ୍ନ ସ୍ଥାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କୁ ଆବାହନ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-, ଆଜି ବେଲଗୁଣ୍ଠାର ବିଭିନ୍ନ ଅନୁଷ୍ଠାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କ ପୂଜା ଅନୁଷ୍ଠିତ ହୋଇଛି I ଏହି ଅବସରରେ ବେଲଗୁଣ୍ଠା ସାଇ ଆଇଟିଆଇରେ ବ୍ରଜକିଶୋର ମହାରଣାଙ୍କ ତତ୍ତ୍ୱାବଧାନରେ ବିଶ୍ଵକର୍ମା ପୂଜା ଅନୁଷ୍ଠିତ ହୋଇଥିବା ବେଳେ ପୁରୋହିତ ଉପେନ୍ଦ୍ର ପତି…