ଅଞ୍ଚଳ ମହାବିଦ୍ୟାଳୟ ରେ ଯୁବ ଓଡିଶା – ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ l
ପଦ୍ମପୁର /ଶିବାଶିଷ ପଟ୍ଟନାୟକ :-ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପଡିଆରେ ଓଡିଶା ସରକାରଙ୍କ ନୂଆଁ ଓ ଯୁବ ଓଡିଶା - ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଅଧ୍ୟକ୍ଷ ଲଲିତ ମୋହନ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ପ୍ରଥମ ପର୍ଯ୍ୟାୟରେ ଖୋ - ଖୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି l ଉକ୍ତ…