ମ୍ୟୁନିସିପାଲ ମହାବିଦ୍ୟାଳୟରେ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ
ରାଉରକେଲା,(ବସନ୍ତ କୁମାର ଜେନା); ରାଜ୍ୟ ସରକାରଙ୍କ ନୂଆ ଓ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ମ୍ୟୁନିସିପାଲ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ଅଜୟ କୁମାର ମିଶ୍ର ଙ୍କ ଅଧ୍ୟକ୍ଷତା ଓ ସାଂସ୍କୃତିକ କାର୍ଯ୍ୟକ୍ରମର ସଦସ୍ୟା ଅଧ୍ୟାପିକା ପ୍ରିୟଙ୍କା…