ବିଭିନ୍ନ ଶିକ୍ଷାନୁଷ୍ଠାନରେ ଯୋଗ ଦିବସ ପାଳିତ
ବେଲଗୁଣ୍ଠା ,୨୧/୦୬,-(ଶିବରାମ ଚୌଧୁରୀ )-ଆଜି ବେଲଗୁଣ୍ଠା ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଅନୁଷ୍ଠାନର ଉପଦେଷ୍ଟା ରବୀନ୍ଦ୍ର ନାଥ ରଥ,ସମ୍ପାଦକ ପବିତ୍ର କୁମାର ସାହୁ,ଯୁଗ୍ମ ସମ୍ପାଦକ ସୂର୍ଯ୍ୟ ନାରାୟଣ ପାତ୍ର,…