ଆନ୍ଦୋଳନର ଦାନା ବାନ୍ଧୁଛି ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ.
ଅଶୋକ ସାହୁ, ଶାସକ ପ୍ରଶାସକ.:: ଦିର୍ଘ ଦିନ ବ୍ୟବଧାନ ପରେ ପୁଣି ଆନ୍ଦୋଳନ ର ଦାନା ବାନ୍ଧୁଛି ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ ମଧ୍ୟରେ l ପ୍ରକାଶ ଥାଉକି, ଜିଲ୍ଲା ସ୍ତରୀୟ ଅମଲା ମାନଙ୍କ ଗୋଟିଏ ମାତ୍ର ଦାବି ଗ୍ରେଡ ପେ ୪୨୦୦/- ପାଇଁ ଓଡିଶା ଅମଲା ସଂଘ, ଓଡିଶା ରାଜସ୍ୱ ଅମଲା ସଂଘ, ଓଡିଶା…