ଛାତ୍ରୀ ମାନଙ୍କ ଦ୍ୱାରା ପଥପ୍ରାନ୍ତ ନାଟକ “ସାବଧାନ ଜନତା”
ବେଲଗୁଣ୍ଠା,-(ଶିବରାମ ଚୌଧୁରୀ )- ବେଲଗୁଣ୍ଠା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ୱାରା ସରକାର ଙ୍କ ଯୋଜନା ସମ୍ୱନ୍ୱିତ ଯୁବ ବିକାଶ ଓ ଭାରତ ସ୍କାଉଟ ଏଣ୍ଡ ଗାଇଡ଼ ତରଫରୁ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଛାତ୍ରୀ ମାନେ ବିଶ୍ୱ ଏଡ଼ସ ଦିବସରେ ଏକ ବିରାଟ ରାଲି କରି ନଗର…