ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୧୪୦ କୋଟି ଟଙ୍କାର ସ୍ୱାସ୍ଥ୍ୟ ଭିତ୍ତିଭୂମି ପ୍ରକଳ୍ପର ଶୁଭାରମ୍ଭ !
୧୪୦ କୋଟିରେ ୧୦୩ଟି ପ୍ରକଳ୍ପର ଉଦ୍ଘାଟନ, ୧୦୦୦ କୋଟିରେ ୩୭୨ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର
ରାଜ୍ୟ ବାହାର ଓଡିଆ ଲୋକଙ୍କ ପାଇଁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ୱତନ୍ତ୍ର ହେଲ୍ପ ଲାଇନ୍- ୧୮୦୦ ୧୨୦ ୧୨୦ ୧୦୪ ଆରମ୍ଭ
ଗତ ୫ ବର୍ଷରେ ସ୍ୱାସ୍ଥ୍ୟ ଭିତ୍ତିଭୂମିର ବିକାଶ…