ନବରଙ୍ଗପୁରରେ ଲକ୍ଷ୍ମୀ ବସ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଚାଲିଲା ୪୪ଟି ବସ୍, ଜିଲ୍ଲାର ୧୦ଟି ବ୍ଲକର ସବୁ ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ
୫ ଟଙ୍କାରେ ଗାଁରୁ ବ୍ଲକକୁ ଯାଇପାରିବେ- ଉପକୃତ ହେବେ ମହିଳା, ଛାତ୍ରଛାତ୍ରୀ ଓ ଭିନ୍ନକ୍ଷମ
ସାରା ରାଜ୍ୟରେ ଚାଲିବ ୧୦୦୦ରୁ ଅଧିକ ବସ୍
ନବରଙ୍ଗପୁର ଉପରେ ମୋର ସ୍ୱତନ୍ତ୍ର ଧ୍ୟାନ ଅଛି, ଅନେକ…