ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ଅନୁଷ୍ଠିତ
ଜିଲ୍ଳାର ସର୍ବାଙ୍ଗୀନ ବିକାଶ ପାଇଁ ଐକ୍ୟବଦ୍ଧ ଭାବେ କାର୍ଯ୍ୟ କରିବାକୁ ମାନ୍ୟବର ମନ୍ତ୍ରୀ ଙ୍କ ପରାମର୍ଶ
ସୁବର୍ଣ୍ଣପୁର ( ଆର୍ତ୍ତତ୍ରାଣ ମହାପାତ୍ର): ଆଜି ସୁବର୍ଣ୍ଣପୁର ଜିଲ୍ଲା ପରିଷଦ ବୈଠକ ଜିଲ୍ଳା ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…