ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି : ନବରଙ୍ଗପୁର ପୋଲିସ ପଡ଼ିଆ ଠାରେ “ବିକାଶ ର ଧାରା ଓଡ଼ିଶା ସାରା…

ନବରଙ୍ଗପୁର, ୨୦.୬.୨୦୨୬: ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତି ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି ସ୍ଥାନୀୟ ପୋଲିସ ପଡ଼ିଆ ଠାରେ ‘ବିକାଶର ଧାରା ଓଡ଼ିଶା ସାରା’ ଜିଲ୍ଲାସ୍ତରୀୟ ଜନସମ୍ପର୍କ ଓ ପ୍ରଦର୍ଶନୀ ମେଳା ଉଦ୍‌ଘାଟିତ ହୋଇଯାଇଛି।ମୁଖ୍ୟ ଅତିଥି ଭାବେ ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା…

ଅମାନୁଷିକ: ଲାଠି ଓ ପଥର ମାଡ଼ରେ ଆହତ ଭାଲୁର ମୃତ୍ୟୁ, ୫ ଗିରଫ

ମାଲକାନଗିରି ରୁ ସୁରେନ୍ଦ୍ର କୁମାର ବେମାଳ: ମାଲକାନଗିରି ଜିଲ୍ଲା ମାଥିଲି ବନାଞ୍ଚଳରେ ଏକ ଅଭାବନୀୟ ଓ ଅମାନୁଷିକ ଘଟଣା ସାମ୍ନାକୁ ଆସିଛି। ରାସ୍ତା ପାର ହେଉଥିବା ଏକ ବନ୍ୟ ଭାଲୁକୁ (Sloth Bear) କିଛି ସ୍ଥାନୀୟ ଯୁବକ ନିର୍ମମ ଭାବେ ଲାଠି, ଶାବଳ ଓ ପଥରରେ ଆକ୍ରମଣ କରି ଗୁରୁତର କରିଦେଇଥିଲେ।…

ତେନ୍ତୁଳିଖୁଣ୍ଟି ଓ ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି…

ନବରଙ୍ଗପୁର, ତା: 20/06/2026, ଭାରତ ସରକାରଙ୍କ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ ମୀରା ମହାନ୍ତି ଆଜି ତେନ୍ତୁଳିଖୁଣ୍ଟି ଓ ଡାବୁ ଗାଁ ବ୍ଲକର ବିଭିନ୍ନ କ୍ଷେତ୍ର ପରିଦର୍ଶନ କରି ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମ ଅଧୀନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିଛନ୍ତି l…

ଏନଏଲସିଆଇଏଲ ତାଳବିରା ଓସିପି-ଦ୍ୱିତୀୟ ଓ ତୃତୀୟ ପ୍ରକଳ୍ପରେ ସ୍ୱଚ୍ଛ ଭାରତ କାର୍ଯ୍ୟକ୍ରମର ଶୁଭାରମ୍ଭ

ସମ୍ବଲପୁର(ଲିପନ ନାଏକ/ଅଜୟ କୁମାର ବାଘ): ଚାଲୁଥିବା ସ୍ୱଚ୍ଛ ଭାରତ ମିଶନ ସ୍ୱଚ୍ଛତା ପକ୍ଷୱାଡା-୨୦୨୬ ଅବସରରେ ଏନଏଲସି ଇଣ୍ଡିଆ ଲିମିଟେଡ୍ (ଏନଏଲସିଆଇଏଲ) ତାଳବିରା ଓସିପି-ଦ୍ୱିତୀୟ ଓ ତୃତୀୟ ପ୍ରକଳ୍ପର ସରଲାଖାନି ଠାରେ ସ୍ୱଚ୍ଛତା କାର୍ଯ୍ୟକଳାପର ଶୁଭାରମ୍ଭ କରାଯାଇଛି। ଏଥିରେ ପ୍ରକଳ୍ପର…

ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ୍ ଦଣ୍ଡ ଓ ଜରିମାନା

( କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ଗାଙ୍ଗପୁର ଥାନା ଅଞ୍ଚଳର ଶଶାଙ୍କ ଶେଖର ନାୟକ ନାମକ ଜଣେ ଯୁବକ କୁ ମାନ୍ୟବର ପୋକସୋ ଅଦାଲତ ନ୍ୟାୟ ମୁର୍ତ୍ତି ୧୪ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରି ୨୦ ବର୍ଷ ଜେଲ୍ ଦଣ୍ଡ ସହ ୫୫ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା…

ସୋଆ ଆଭିଏସ୍‌ଏଏଚ୍ ପକ୍ଷରୁ ଛାତ୍ରଛାତ୍ରୀଙ୍କ କର୍ମାଭିମୁଖୀ ଆଲୋଚନାଚକ୍ର ଆୟୋଜିତ

ଭୁବନେଶ୍ୱର, ଜୁନ୍ ୨୦: ଶିକ୍ଷା ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ଭେଟେରିନାରୀ ସାଇନସେସ୍ ଆଣ୍ଡ ଆନିମଲ ହଜବାଂଡ୍ରି (ଆଭିଏସ୍‌ଏଏଚ୍‌)ରେ ପ୍ରାଣୀ ଚିକିତ୍ସା ବିଜ୍ଞାନ ଓ ପ୍ରାଣୀ ପାଳନ ପ୍ରତିଷ୍ଠାନ ବିଭାଗ ପକ୍ଷରୁ ପ୍ରାଣୀ ଚିକିତ୍ସା ସ୍ନାତକ ଛାତ୍ରଛାତ୍ରୀଙ୍କ ନିମନ୍ତେ ଭାରତର…

ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଦ୍ୱାରା “ରାଇରଙ୍ଗପୁର ପୋଲିସ ଜିଲ୍ଲା”ର ଶୁଭ ଉଦଘାଟିତ

ମୟୁରଭଞ୍ଜ ରୁ ଦିପୁ ମହାପାତ୍ର ଙ୍କ ରିପୋର୍ଟ,ଶାସକ ପ୍ରଶାସକ : ଓଡ଼ିଶାର ପୋଲିସ ବ୍ୟବସ୍ଥାକୁ ଅଧିକ ସୁଦୃଢ଼, ଜନମୁଖୀ ଓ କାର୍ଯ୍ୟକ୍ଷମ କରିବା ଦିଗରେ ଏକ ଐତିହାସିକ ଅଧ୍ୟାୟ ଯୋଡ଼ି ହୋଇଛି। ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆନୁଷ୍ଠାନିକ ଭାବେ“ରାଇରଙ୍ଗପୁର ପୋଲିସ ଜିଲ୍ଲା”ର…

କିମସରେ ୯୦ ବର୍ଷ ବୟସ୍କ ବ୍ୟକ୍ତିଙ୍କଠାରେ ସଫଳ ହୃଦ୍‍ ଅସ୍ତ୍ରୋପଚାର

  ଭୁବନେଶ୍ୱର,୧୯ । ୬: କିମସରେ ଜଣେ ୯୦ ବର୍ଷ ବୟସ୍କ ବ୍ୟକ୍ତିଙ୍କଠାରେ ଜୀବନ ରକ୍ଷାକାରୀ ଆର୍ଟିକ୍ ଭଲଭ୍ ରିପ୍ଲେସମେଣ୍ଟ (ଏଭିଆର୍‍) ସଫଳତାର ସହ କରାଯାଇଛି। ବୃଦ୍ଧାବସ୍ଥା ଏବଂ ହୃଦଘାତରେ ଅତ୍ୟଧିକ ଦୁର୍ବଳତା ହେତୁ ରୋଗୀ ହୃଦ ଅସ୍ତ୍ରୋପଚାର ପାଇଁ ଅତ୍ୟଧିକ ବିପଦପୂର୍ଣ୍ଣ ଥିଲେ ମଧ୍ୟ…

ବିକାଶର ଧାରା ଓଡ଼ିଶା ସାରା :୨ ବର୍ଷର ଜନ ସମ୍ପର୍କ କାର୍ଯ୍ୟକ୍ରମ ୨୦୨୬,

ଜାତି ଓ ଜନଜାତି ସମ୍ବାଦ କାର୍ଯ୍ୟକ୍ରମ ଅନୁଷ୍ଠିତ ଓଡ଼ଗାଁ, ୧୯।୬(ଶ୍ରୀକାନ୍ତ କୁମାର ମିଶ୍ର): ରାଜ୍ୟ ସରକାରଙ୍କ “ବିକାଶର ଧାରା ଓଡ଼ିଶା ସାରା” ଶୀର୍ଷକ ଦୁଇ ବର୍ଷର ଜନସମ୍ପର୍କ କାର୍ଯ୍ୟକ୍ରମ–୨୦୨୬ ଅବସରରେ ନୟାଗଡ଼ ଜିଲ୍ଲାର ଓଡ଼ଗାଁ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜାତି ଓ ଜନଜାତି…

SIR ଅଭିଯାନରେ ସଫଳ ୭ ବିଏଲଓଙ୍କୁ ପ୍ରଶଂସାପତ୍ର ।

ବଲାଙ୍ଗିର(୧୯/୦୬): ବଲାଙ୍ଗିର ଜିଲ୍ଲାରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଅଭିଯାନରେ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପ୍ରଦର୍ଶନ କରିଥିବା ୭ ଜଣ ବୁଥ୍‌ ସ୍ତରୀୟ ଅଧିକାରୀ (ବିଏଲଓ)ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରଶଂସାପତ୍ର ପ୍ରଦାନ କରାଯାଇଛି। ଏସ୍‌ଆଇଆର୍‌ ପ୍ରକ୍ରିୟାରେ…