ବିଭାଗୀୟ ଟାଳଟୁଳ ନୀତି ପ୍ରତିବାଦରେ ଛୁଟିରେ ରହିଲେ କୃଷି ବିଭାଗ ର ସମସ୍ତ ଅଧିକାରୀ
ପଦ୍ମପୁର/ଶିବାଶିଷ ପଟ୍ଟନାୟକ:- ପୁନଃବିନ୍ୟାସ ର ଦୀର୍ଘ ଦିନ ଧରି ପ୍ରଚେଷ୍ଟା ଏବଂ ଅନୁରୋଧ ସତ୍ତ୍ୱେ ବିଭାଗ ତରଫରୁ କୌଣସି ନ୍ୟାୟୋଚିତ ପଦକ୍ଷେପ ପରିଲକ୍ଷିତ ନ ହେବାରୁ ଅଗଷ୍ଟ ୩୧ ତାରିଖରୁ ଅନିର୍ଦ୍ଦଷ୍ଟ କାଳ ପାଇଁ ସମୂହ ଛୁଟି ରେ ଯାଇଛନ୍ତି କୃଷି ବିଭାଗର ସମସ୍ତ ଅଧିକାରୀ ।ସୂଚନା ଯୋଗ୍ୟ…