ଭକ୍ତି ସଙ୍ଗୀତ ସଂସଦ ପରିଚାଳିତ ସଙ୍ଗୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
https://youtu.be/tDXk8yyYe8I
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ବର୍ଗତ ପ୍ରମୋଦ କୁମାର ପାଟ୍ଟଯୋଷୀଙ୍କ ସ୍ମୃତି ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ ଭକ୍ତି ସଙ୍ଗୀତ ସଂସଦ ପରିଚାଳିତ ସଙ୍ଗୀତ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି।ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ…