“ପ୍ରଫୁଲ୍ଲ ଘଡେଇ ନିଜେ ସୁକିନ୍ଦାରେ ବିଧାୟକ ସହ ମନ୍ତ୍ରୀ ହେବାର ସ୍ୱପ୍ନ ଦେଖୁଛନ୍ତି”
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରୀତିରଞ୍ଜନ ଘଡେଇଙ୍କ ପରି ଉତରାଧିକାରୀ ସୂତ୍ରରେ ନୁହେଁ, ଛାତ୍ର ଜୀବନରୁ ରାଜନୀତିରେ ରହି କେନ୍ଦ୍ରମନ୍ତ୍ରୀ ଭାବେ ନିଜ ପରିଚୟ ସୃଷ୍ଟି କରିଛନ୍ତି
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶାରୁ ଥରେ ବିଧାୟକ, ଥରେ ଲୋକସଭା ସାଂସଦ…