ବ୍ଲକ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଉଦଯାପିତ
ଜମନକିରା ୧୮/୧୧/୨୩(ଲିପନ ନାଏକ ): ଜମନକିରା ବ୍ଲକ କେନାଢିପା ପଞ୍ଚାୟତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଉଦଯାପନୀ ଉସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ରୁକ୍ମଣ ପଧାନ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ…