ବନ୍ଧୁତ୍ଵପୂର୍ଣ୍ଣ ଏବଂ ଭାତୃତ୍ବଭାବର ବାର୍ତ୍ତା ଆଦାନ ପ୍ରଦାନ ପାଇଁ ମାହାଙ୍ଗା ବିଜେପି ନେତା ଚୌଧୁରୀ ପ୍ରଭାତକେଶରୀ…

 ନିଶ୍ଚିନ୍ତକୋଇଲି - ଶାସକପ୍ରଶାସକ ) : ମାହାଙ୍ଗା ନିର୍ବାଚନ ମଣ୍ଡଳୀର କିପରି ପୂର୍ବ ଗରିମା ଫେରିଆସିବ, ଏକ ନୂତନ ଆଦର୍ଶ, ସ୍ୱାଭିମାନୀ ମାହାଙ୍ଗା ଗଠନ ହେବ ଏବଂ ଆଜିର ଯୁବକମାନଙ୍କୁ କିପରି ଓଡିଶା ବାହାର ନୁହେଁ ବରଂ ମାହାଙ୍ଗା ନିର୍ବାଚନ ମଣ୍ଡଳୀରେ ଚାକିରୀର ସୁଯୋଗ ପାଇପାରିବେ ସେ ନେଇ…

ଓଜେୟୁ ପୁରୀ ଶାଖା ପକ୍ଷରୁ ଜାତୀୟ ପ୍ରେସ ଦିବସ ପାଳିତ

ସ୍ୱଚ୍ଛ, ସତ୍ୟ ଓ ଜନସମସ୍ୟା ଉପରେ ସାମ୍ବାଦିକ ଧ୍ୟାନ ଦେବା ଉଚିତ ପୁରୀ (ଅନିମେଶ ପଟ୍ଟନାୟକ): ଗୁରୁବାର ଜାତୀୟ ପ୍ରେସ ଦିବସ ଉପଲକ୍ଷେ ଓଡିଶା ସାମ୍ବାଦିକ ସଂଘ (ଓ. ଜେ. ୟୁ ) ପକ୍ଷରୁ ବଡଦାଣ୍ଡ ସ୍ଥିତ ଭକ୍ତ ସାଲବେଗ ପୀଠରେ ପାଳିତ ହୋଇ ଯାଇଛି | ମୁଖ୍ୟଅତିଥି ଭାବେ ଉତ୍କଳ ବିଦ୍ୱତ ପରିଷଦ ର…

ରାଜ୍ୟ ସାମ୍ବାଦିକ ସଙ୍ଘ (SUJ)କେନ୍ଦ୍ରାପଡ଼ା ଶାଖା ପକ୍ଷରୁ ଜାତୀୟ ପ୍ରେସ୍ ଦିବସ ପାଳିତ।

କେନ୍ଦ୍ରାପଡା:(ଶାସକ ପ୍ରଶାସକ) ପ୍ରଫୁଲ୍ଲ କୁମାର ମଲ୍ଲ କେନ୍ଦ୍ରାପଡ଼ା ଜିଲ୍ଲାର ସାମ୍ବାଦିକଙ୍କ ଗହଣରେ ଜାତୀୟ ପ୍ରେସ ଦିବସ ହୋଟେଲ ଗୌରୀଶଙ୍କର ଠାରେ ପାଳିତ ହୋଇଯାଇଛି। ଏହି ଅବସରରେ SUJ ର ରାଜ୍ୟ ସମ୍ପାଦକ ଶିବାଶିଷ ମହାନ୍ତି ଯୋଗଦେଇ କାର୍ଯ୍ୟକ୍ରମକୁ ଆରମ୍ବ କରିଥିବା ବେଳେ, ଉକ୍ତ ସଂଘ ର…

ଷଷ୍ଠ ଜିଲ୍ଲା ପରିଷଦ ର ଚତୁର୍ଥ ବୈଠକ ଅନୁଷ୍ଠିତ

ସୁନ୍ଦରଗଡ:- (ବସନ୍ତ କୁମାର ଜେନା): ଆଜି ସ୍ଥାନୀୟ ବିକାଶ ଭବନଠାରେ ଜିଲ୍ଲା ପରିଷଦର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜିଲ୍ଲା ପରିଷଦ ର ଅଧ୍ୟକ୍ଷା ସୁଶ୍ରୀ କୁନ୍ତୀ ପ୍ରଧାନ, ଉପାଧ୍ୟକ୍ଷ ଶ୍ରୀ କମଳ କୁମାର ଲାକ୍ରା, ମାନ୍ୟବର ସଦର ବିଧାୟିକା ଶ୍ରୀମତୀ କୁସୁମ ଟେଟେ, ମାନ୍ୟବର ତଳସରା…

ସୁନ୍ଦରଗଡ଼ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ ପାଳିତ

ସୁନ୍ଦରଗଡ଼, (ବସନ୍ତ କୁମାର ଜେନା): ଆଜି ସୁନ୍ଦରଗଡ଼ ଜିଲ୍ଲା ସଦର ମହକୁମା ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ଗଣମାଧ୍ୟମ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସଂପର୍କ ବିଭାଗ, ସୁନ୍ଦରଗଡ଼ ଏବଂ ଜିଲ୍ଲା ପ୍ରଶାସନ, ସୁନ୍ଦରଗଡ଼ ଦ୍ଵାରା ଏହି ଦିବସ ସ୍ଥାନୀୟ ସଦଭାବନା ଭବନ ଠାରେ ଆୟୋଜିତ…

ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ରାଉରକେଲା ରେ ଜାତୀୟ ପ୍ରେସ ଦିବସ ପାଳନ

ରାଉରକେଲା :(ବସନ୍ତ କୁମାର ଜେନା): ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ, ରାଉରକେଲା ଆନୁକୂଲ୍ୟରେ ଜାତୀୟ ପ୍ରେସ ଦିବସ ପାଳନ ହୋଇଯାଇଛି। ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସୀମା ଫାତିମା ଏକ୍କାଙ୍କ ଅଧ୍ୟକ୍ଷତାରେ ଏହି ଅବସରରେ ଏକ ସଭା ପାନପୋଷ ଉପଖଣ୍ଡ କୃଷି ବିଭାଗ ସଭାଗୃହରେ ଆୟୋଜିତ…

ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା -୨୦୨୩ ଉଦଘାଟିତ

ଜଗତସିଂହପୁର,/ସୁମନ୍ତ କୁମାର ଦାସ:ଭାରତ ଏକ କୃଷିପ୍ରଧାନ ଦେଶ ଏବଂ ଜଗତସିଂହପୁର ଜିଲ୍ଲା ଆଜି କୃଷି ଓ ପଶୁପାଳନରେ ଏକ ଅଗ୍ରଣୀ ଜିଲ୍ଲା ଭାବେ ପରିଗଣିତ l ଓଡିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗ ଓ ଜିଲ୍ଲା ପ୍ରଶାସନ ମିଳିତ ଆନୁକୂଲ୍ୟରେ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…

ବେଲଗୁଣ୍ଠା ରେ ଜାତୀୟ ପ୍ରେସ୍ ଦିବସ ପାଳିତ

ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )- ଜାତୀୟ ପ୍ରେସ୍ ଦିବସ ଅବସରରେ ସନ୍ଧ୍ୟା ଛଅ ଘଣ୍ଟା ସମୟରେ ବେଲଗୁଣ୍ଠା ବଣିକ ସଂଘ କାର୍ଯ୍ୟାଳୟ ଠାରେ ପ୍ରେସକ୍ଲବ ବେଲଗୁଣ୍ଠା ତରଫରୁ ଜାତୀୟ ପ୍ରେସ୍ ଦିବସ ପାଳନ କରାଯାଇଛି I ପ୍ରେସକ୍ଲବ ସଭାପତି ପ୍ରଦ୍ୟୁମ୍ନ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…

ଜିଲ୍ଲା ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ଉଦଘାଟିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ସ୍ଥାନୀୟ ସେଞ୍ଚୁରୀଆନ୍ ବିଶ୍ଵବିଦ୍ୟାଳୟ ଖେଳପଡିଆ ଠାରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦଘାଟିତ ହୋଇଯାଇଛି। ଏହି ଉଦଘାଟନ ସମାରୋହରେ ମୁଖ୍ୟ ଅତିଥି ଶ୍ରୀଯୁକ୍ତ ସୁରେଶ…

ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ…