ବଲାଙ୍ଗିର ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ –ନଭେମ୍ବର ୨୮ ତାରିଖରୁ ଜିଲ୍ଲାରେ ଖରିଫ ଧାନ କ୍ରୟ ଆରମ୍ଭ ହେବ ।
ବଲାଙ୍ଗିର ୧୬/୧୧ : ବଲାଙ୍ଗିର ଜିଲ୍ଲାରେ ଖରିଫ ୨୦୨୩-୨୪ ବର୍ଷ ପାଇଁ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ଆଜି ପୂର୍ବାହ୍ନ ରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳ ଚଞ୍ଚଳ ରାଣା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ରାଜ୍ୟସଭା ସାଂସଦ ନିରଞ୍ଜନ…