ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା ଉଦ୍ଘାଟିତ
ଭୁବନେଶ୍ୱର:ଆଜି ପୂର୍ବାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁୟୁନିଟ-୬ ବାଳିକା ହାଇସ୍କୁଲରେ ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛିା ୧୦ଟି ଜିଲ୍ଲାରୁ ୧୧ଟି ସ୍କୁଲ ବ୍ୟାଣ୍ଡ ଟିମ୍ ଏହି ରାଜ୍ୟସ୍ତରୀୟ ସ୍କୁଲ ବ୍ୟାଣ୍ଡ ପ୍ରତିଯୋଗିତାରେ ଅଂଶଗ୍ରହଣ…