ଚନ୍ଦ୍ରଯାନ-୩ର ସଫଳ ଅବତରଣ: କିଟ୍ ଓ କିସ୍ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଖୁସିର ଲହରୀ
ଭୁବନେଶ୍ୱର ୨୩ ।୮: ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରଯାନ-୩ ସଫଳ ଅବତରଣ କରିଛି । ବୁଧବାର ନିର୍ଦ୍ଧାରିତ ସମୟରେ ଏହା ଅବତରଣ କରିଥିବା ବେଳେ ଏହି ପ୍ରକ୍ରିୟାର ସିଧା ପ୍ରସାରଣ ଦେଖିବା ପାଇଁ କିଟ୍ ଓ କିସ୍ର ବିଭିନ୍ନ ଅଡିଟୋରିୟମରେ ବ୍ୟାପକ ବନ୍ଦୋବସ୍ତ କରାଯାଇଥିଲା । ଛାତ୍ରଛାତ୍ରୀମାନେ…