ଚାଲିଗଲେ ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି
ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଗଭୀର ଶୋକ
ପୁରୀ (ଅନିମେଶ ପଟ୍ଟନାୟକ): ପୂର୍ବତନ ବାଚସ୍ପତି, ପୂର୍ବତନ ମନ୍ତ୍ରୀ, ପୁରୀ ରାଜନୀତିର ଚାଣକ୍ଯ ତଥା ବିଜେଡିର ଜନ ପ୍ରିୟ ନେତା ମହେଶ୍ବର ମହାନ୍ତିଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ୱରର କେୟାର…