ଉଚ୍ଚଶବ୍ଦ ସମ୍ପର୍ଣ୍ଣ ପ୍ରେସର ହର୍ଣ୍ଣ ଓ ସାଇଲେନ୍ସର ଶବ୍ଦରେ ସହର ଫାଟିପଡୁଛି

ପାଟଣାଗଡ଼,(ଯତୀନ୍ଦ୍ର ନନ୍ଦ) ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ଉପଖଣ୍ଡ  ସଦର ମହକୁମାରରେ ବର୍ତ୍ତମାନ ଦେଖା ଦେଇଛି ଶବ୍ଦ ପ୍ରଦୂଷଣ ସମସ୍ୟା। ଏନେଇ ଜନ ସାଧାରଣ ଯେତେ ଯାହା ଅଭିଯୋଗ କଲେ ମଧ୍ୟ ସ୍ଥାନୀୟ ପ୍ରଶାସନ କର୍ଣ୍ଣପାତ କରୁନାହିଁ। ଫଳରେ ଜନ ସାଧାରଣରେ ଅସନ୍ତୋଷ ଉଗ୍ରରୂପ ନେବାକୁ ବସିଲାଣି ।…

ସୋଆରେ “ମେରା ମିଟି, ମେରା ଦେଶ” ଓ “ବିଭାଜନ ବିଭିଷୀକା ସ୍ମୃତି ଦିବସ” କାର୍ଯ୍ୟକ୍ରମ ଆୟୋଜିତ

ଭୁବନେଶ୍ୱର: ଭାରତ ସରକାରଙ୍କ ଦ୍ୱାରା ପ୍ରବର୍ତିତ “ମେରା ମିଟି, ମେରା ଦେଶ” ଶୀର୍ଷକ କାର୍ଯ୍ୟକ୍ରମ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍ଡ ଟୁ ବି ବିଶ୍ୱବିଦ୍ୟାଳୟ ପକ୍ଷରୁ ଗତ ୧୨ ତାରିଖ ଦିନ ଭୁବନେଶ୍ୱର ଉପକଣ୍ଠ ଛତାବର ଗ୍ରାମ ପଂଚାୟତ ଅନ୍ତର୍ଗତ ବିନ୍ଧ୍ୟଗିରି ଗ୍ରାମରେ ଆୟୋଜିତ ହୋଇଯାଇଛି ।…

ଭୁବନେଶ୍ୱରରେ ମର୍ସିଡିଜ୍‌-ବେଞ୍ଜ୍‌ର ବହୁପ୍ରତିକ୍ଷିତ ଏସ୍‌ୟୁଭି ନୂଆ ଜିଏଲ୍‌ସିର ଶୁଭାରମ୍ଭ

ଭୁବନେଶ୍ୱର : ଭାରତର ସବୁଠାରୁ ଆକର୍ଷଣୀୟ ଲକ୍‌ଜରୀ କାର୍ ନିର୍ମାତା ମର୍ସିଡିଜ୍‌-ବେଞ୍ଜ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱରରେ ଏହାର ବହୁପ୍ରତିକ୍ଷୀତ ମିଡ୍‌-ସାଇଜ୍ ଲକ୍‌ଜରୀ ଏସ୍‌ୟୁଭି, ନୂଆ ଜିଏଲ୍‌ସିର ୨ୟ ପିଢିର ଉନ୍ମୋଚନ କରାଯାଇଛି । ନୂଆ ଜିଏଲ୍‌ସି ହେଉଛି ମର୍ସିଡିଜ୍‌-ବେଞ୍ଜ ଇଣ୍ଡିଆର…

କାଶୀପୁର ବ୍ଲକ କଂଗ୍ରେସର ବ୍ଲକ କାର୍ଯ୍ୟାଳୟ ଘେରାଉ ।

ରାୟଗଡା ରୁ ବୈକୁଣ୍ଠ ଦୁରିଆ -ରାୟଗଡା ଜିଲ୍ଲା କାଶୀପୁର ବ୍ଲକ କଂଗ୍ରେସ ତରଫରୁ କାଶୀପୁର ବ୍ଲକ କାର୍ଯ୍ୟାଳୟ ସମ୍ବୁଖରେ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ସମେତ ସରକାରୀ କାର୍ଯ୍ୟାଳୟ ମାନଙ୍କରେ ହେଉଥିବା ଦୁର୍ନୀତି ବିରୁଦ୍ଧରେ ଗର୍ଜିଥିଲା ବ୍ଲକ କଂଗ୍ରେସ । ମୁଖ୍ୟ ବିଷୟ ଥିଲା , ବ୍ଲକ…

ଦୁଇ ରାୟ ଗଲେ, ଆସିଲେ ଦୁଇ ବଳ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଧାନ ଚନ୍ଦ୍ର ରାୟ ଏବଂ ଜିଲ୍ଲା ପରିଷଦ କାର୍ଯ୍ୟ ନିର୍ବାହୀ ଅଧିକାରୀ ସୁବାସ ଚନ୍ଦ୍ର ରାୟଙ୍କ ଅନ୍ୟତ୍ର ବଦଳି ହୋଇ ଯାଇଥିବା ବେଳେ ସେମାନଙ୍କ ସ୍ଥାନରେ ଅତିରିକ୍ତ ଜିଲ୍ଲାପାଳ ଭାବେ ଦିଲ୍ଲୀପ କୁମାର ବଳ ଏବଂ ଜିଲ୍ଲା ପରିଷଦ କାର୍ଯ୍ୟ…

କଂଗ୍ରେସ ଦଳର ନ ଦଫା ଦାବି ନେଇ ବିକ୍ଷୋଭ ।

ଅସ୍ତରଂଗ: ପ୍ରଦେଶ କଂଗ୍ରେସ କମିଟି ସଭାପତିଙ୍କ ନିର୍ଦ୍ଦେଶ କ୍ରମେ, ନ ଦଫା ଦାବି ନେଇ ,ଶୁକ୍ରବାର ଦିନ ଅସ୍ତରଙ୍ଗ ବ୍ଲକ କଂଗ୍ରେସ କମିଟି ସଭାପତି ସୁକାନ୍ତ କୁମାର ମହାନ୍ତି ଙ୍କ ଅଧ୍ୟକ୍ଷ ତାରେ ବିକ୍ଷୋଭ ପ୍ରଦର୍ଶନ ସହ ପ୍ରତିବାଦ ସଭା ଅସ୍ତରଙ୍ଗ ବ୍ଲକ ସମ୍ମୁଖରେ ଅନୁଷ୍ଠିତ ହୋଇ ଯାଇ ଅଛି…

କେର୍ମେଲାବାହାଲ ରେ ବିଜୁ ଜନତା ଦଳ ପକ୍ଷରୁ ମହିଳା ସମାବେଶ ଅନୁଷ୍ଠିତ।

ପଦ୍ମପୁର - ପଦ୍ମପୁର ନିର୍ବାଚନ ମଣ୍ଡଳୀ ପାଇକମାଲ ବ୍ଲକ କେର୍ମେଲାବାହାଲ ଠାରେ ବିଜୁ ଜନତା ଦଳ ପକ୍ଷରୁ ଏକ ମହିଳା ସମାବେଶ ଆୟୋଜିତ ହୋଇଯାଇଛି। ପଦ୍ମପୁର ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ସମାବେଶ କୁ ଉଦଘାଟନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ…

ଅଖିଲ ଭାରତୀୟ ମାରୱାଡି ମହିଳା ସମ୍ମେଳନ (ପଦ୍ମପୁର ଶାଖା ) ଓ ଆମ ଓଡିଶା ମିଳିତ ଆନୁକୁଲ୍ୟରେ ରକ୍ତଦାନ ଶିବିର ଅନୁଷ୍ଠିତ…

ପଦ୍ମପୁର :- ସ୍ଥାନୀୟ ମାରୱାଡି ଧର୍ମଶାଳା ରେ ଅଖିଲ ଭାରତୀୟ ମାରୱାଡି ମହିଳା ସମ୍ମେଳନ (ପଦ୍ମପୁର ଶାଖା ) ଓ ସମ୍ବାଦ ଆମ ଓଡିଶା ମିଳିତ ଆନୁକୁଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି l ଏହି ଶିବିରକୁ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ l…

ଅନଲାଇନ ଭତ୍ତା ଆବେଦନରେ ବ୍ୟାପକ ଦୁର୍ନୀତି, ବିନା ତଦନ୍ତରେ ଅଯୋଗ୍ୟଙ୍କର ଭତ୍ତା

ଜଗତସିଂହପୁର,ତା-୧୮.୦୮.୨୦୨୩/ସୁମନ୍ତ କୁମାର ଦାସ:ଅନଲାଇନି ମାଧ୍ୟମରେ ଭତ୍ତା ଆବେଦନ କରିବାପାଇଁ ସରକାର ଯୋଜନା ପ୍ରଣୟନ କରିବାଦ୍ବାରା ଅଯୋଗ୍ୟ ଲୋକମାନେ ଭତ୍ତା ହାତେଇବାରେ ସୁବିଧା ପାଇଥିବା ଦେଖାଯାଇଛି l ଚଳିତ ଅଗଷ୍ଟ ୧୫ ସ୍ୱାଧୀନତା ଦିବସ ଉପଲକ୍ଷେ ସରକାର ନୂତନ ଭାବେ ଭତ୍ତା ହିତାଧିକାରୀ…

ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ଙ୍କ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତ

ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସହ ଅନ୍ୟାନ୍ୟ ବିଭାଗୀୟ କାର୍ଯ୍ୟାଳୟର ନିରୀକ୍ଷଣ ଓ ସମୀକ୍ଷା - ଜନସେବାର ସଠିକ କାର୍ଯ୍ୟକାରିତା ଉପରେ ଗୁରୁତ୍ୱାରୋପ ସୁବର୍ଣ୍ଣପୁର,(ଆର୍ତ୍ତତ୍ରାଣ ମହାପାତ୍ର): ଉତ୍ତରାଞ୍ଚଳ ରାଜସ୍ବ ଆୟୁକ୍ତ ସମ୍ବଲପୁର ଡ଼ଃ ସୁରେଶ ଚନ୍ଦ୍ର ଦଳେଇ ସୁବର୍ଣ୍ଣପୁର…