ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ : ଜଣକର ମୃତ୍ୟୁ , ଦୁଇ ଗୁରୁତର
ଗୁଣୁପୁର ରୁ ସନ୍ତୋଷ କୁମାର ସୁବୁଦ୍ଧି: ଆଜି ଅପରାହ୍ନରେ ଗୁଣୁପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ଶବର ବିହାର ଅସ୍ଥାୟୀ କଲୋନୀ ଜଣଙ୍କ ଘରେ ସର୍ଟ ସର୍କିଟରୁ ନିଆଁ ଲାଗିବା ଫଳରେ ଜଣକର ମୃତ୍ୟୁ ହେବା ସହ ଦୁଇଜଣ ଗୁରୁତର ହୋଇଥିବା ଜଣାପଡିଛି | ନିଆଁ ଏତେ ଭୟଙ୍କର ଥିଲା ଯେ ଘଟଣା…