କାଳୀ ମନ୍ଦିର ତୋରଣ ମାଳା ଭିତ୍ତିପ୍ରସ୍ତର ସ୍ଥାପନ କଲେ ବିଧାୟକ
ବେଲଗୁଣ୍ଠା, -(ଶିବରାମ ଚୌଧୁରୀ )-,ଆଜି ସୋରଡ଼ା ବିଧାୟକ ପୂର୍ଣ୍ଣ ଚନ୍ଦ୍ର ସ୍ୱାଇଁଙ୍କ ଦ୍ୱାରା ବେଲଗୁଣ୍ଠା ଖଦାଳ ସାହି ସ୍ଥିତ ମାଆ ରୁଦ୍ର କାଳୀ ମନ୍ଦିରର ତୋରଣ ମାଳା ଭିତ୍ତିପ୍ରସ୍ତର ସ୍ଥାପନ ଅନୁଷ୍ଠିତ ହୋଇଯାଇଛି I ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡା ବିଧାୟକ ପୁର୍ଣ୍ଣଚନ୍ଦ୍ର…