ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳ ରେ ଆନନ୍ଦ ଉଲ୍ଲାସ ର ସହ 77 ତମ ସ୍ୱାଧୀନତା ଦିବସ ପାଳିତ l

 (ନିଶ୍ଚିନ୍ତକୋଇଲି- ଦେବେନ୍ଦ୍ର ଷଡ଼ଙ୍ଗୀ)- ସମଗ୍ର ନିଶ୍ଚିନ୍ତକୋଇଲି ବ୍ଲକ ଅଞ୍ଚଳରେ ଆନନ୍ଦ ଉଲ୍ଲାସ ର ସହ ପବିତ୍ର 77 ତମ ସ୍ୱାଧୀନତା ଦିବସ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ନିଶ୍ଚିନ୍ତକୋଇଲି ବ୍ଲକ ପରିସରରେ ବିଡ଼ିଓ ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ଙ୍କ ସଭାପତିତ୍ୱ ରେ ମୁଖ୍ୟଅତିଥି…

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା

https://youtu.be/9r7q9H1Xtd0 ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଗଣପତି ସାବତ ଫାଉଣ୍ଡେସନ ସଭାପତି ଶ୍ରୀଯୁକ୍ତ ବିନୋଦ ଚନ୍ଦ୍ର ସାବତ ଯୋଗଦେଇ କାର୍ଯ୍ୟକ୍ରମକୁ…

ଜିଲ୍ଲା ବିଜେଡି କାର୍ଯ୍ୟାଳୟ ଉଦଘାଟିତ

https://youtu.be/vXG14RGnXoE ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନିଲାମା ଠାକୁରାଣୀ ମନ୍ଦିର ପାର୍ଶ୍ଵରେ ସୋମବାର ଦିନ ବିଜୁ ଜନତା ଦଳର ଜିଲ୍ଲା କାର୍ଯ୍ୟାଳୟ ଉଦ୍ଘାଟିତ ହୋଇଯାଇଛି। ଗଜପତି ଜିଲ୍ଲା ପର୍ଯ୍ୟବେକ୍ଷକ ତଥା…

ତିର୍ତ୍ତୋଲ ବ୍ଲକ୍ କାର୍ଯ୍ୟାଳୟଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ଜଗତସିଂହପୁର/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର ତିର୍ତ୍ତୋଲ ବ୍ଳକ୍‌ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀମତୀ ପାରୁଲ ପଟାୱରୀ,ଭା.ପ୍ର.ସେ. ଜନସାଧାରଣଙ୍କ ବିଭିନ୍ନ ଆପତି…

ରୂପାନ୍ତରିତ ଓଡ଼ିଶା ଗଠନ ସକାଶେ ସମ୍ମିଳିତ ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ

ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଲେ କଣ ଭୁବନେଶ୍ୱର : ପବିତ୍ର ୭୭ ତମ ସ୍ୱାଧୀନତା ଦିବସ ଅବସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଜାତୀୟ ପତାକା ଉତ୍ତୋଳନ କରି ପ୍ୟାରେଡ୍ ରେ ଅଭିବାଦନ ଗ୍ରହଣ କରିଥିଲେ । ରାଜ୍ୟବାସୀଙ୍କୁ ସମ୍ବୋଧିତ…

ଜିଲ୍ଲା ହିନ୍ଦୀ ଶିକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର ଉଦଘାଟନ

ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ କେନ୍ଦ୍ରୀୟ ହିନ୍ଦୀ ସଂସ୍ଥାନ ଭୁବନେଶ୍ୱର ଓଡିଶା ଶାଖା ତରଫରୁ ଅଗଷ୍ଟ ୧୪/୮/୨୦୨୩ ଠାରୁ ୨୫/୮/୨୦୨୩ ପର୍ଯ୍ୟନ୍ତ ୧୦ ଦିନଧରି ଜିଲ୍ଲା…

ସି ଆଇ ଟି ୟୁ, କୃଷକ ସଭା ଓ କ୍ଷେତ ମଜଦୂର ୟୁନିୟନ ପକ୍ଷରୁ ୩ ଦିନିଆ ୭୭ ତମ ସ୍ବାଧିନତା ଦିବସ ପାଳନ ଉତ୍ସବ ଉଦଘାଟନ.

ଆମକୋ ସିମକୋ ଶହୀଦ ମାଟିରୁ ମଶାଲ ଶୋଭାଯାତ୍ରା ରାଉରକେଲା, (ବସନ୍ତ କୁମାର ଜେନା): ସିଆଇଟିୟୁ, ଅଲ୍ ଇଣ୍ଡିଆ କିଷାନ ସଭା ଏବଂ ଅଲ୍ ଇଣ୍ଡିଆ କ୍ଷେତ ମଜଦୂର ୟୁନିୟନ ଡାକରା ରେ ଭାରତର ସମ୍ବିଧାନ, ଗଣତାନ୍ତ୍ରିକ ମୂଲ୍ୟବୋଧ ଓ ଧର୍ମ ନିରପେକ୍ଷତା ର ସୁରକ୍ଷା ପାଇଁ ଆହ୍ୱାନ ଦିଆଯାଇଥିଲା ବେଳେ ୭୭…

ଗୋପବନ୍ଧୁ ପାଠାଗାର ଏବଂ ସ୍ବସ୍ତି ସାହିତ୍ୟ ସଂସଦର ମିଳିତ ଆନୁକୂଲ୍ୟରେ ମାସିକ ସାହିତ୍ୟ ଆସର.

ରାଉରକେଲା, (ବସନ୍ତ କୁମାର ଜେନା) : ପ୍ରତିମାସ ପରି ସ୍ବସ୍ତି ସାହିତ୍ୟ ସଂସଦର ମାସିକ ସାହିତ୍ୟ ଆସର ଗୋପବନ୍ଧୁ ପାଠାଗାରର ମିଳିତ ଆନୁକୂଲ୍ୟରେ ପାଠାଗାରର ସତ୍ୟବାଦୀ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି। ସ୍ବସ୍ତି ର ସଭାପତି ମହେନ୍ଦ୍ର ପଟ୍ଟନାୟକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉକ୍ତ ସଭାରେ…

ଜବାହାର ନବୋଦୟ ବିଦ୍ୟାଳୟରେ ଶିକ୍ଷକ ଓ ଅବିଭାବକଙ୍କ ସାଧାରଣ ବୈଠକ ଅନୁଷ୍ଠିତ

ବାଳକୃଷ୍ଣ ପାଣିଗ୍ରାହୀ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ନିକଟସ୍ଥ ବେତାଗୁଡା ଗ୍ରାମ ନିକଟରେ ରହିଥିବା ଜବାହାର ନବୋଦୟ ବିଦ୍ୟାଳୟ ପରିସରରେ ଶିକ୍ଷକ ଓ ଅବିଭାବକ ମାନଙ୍କୁ ନେଇ ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପ୍ରାରମ୍ଭରେ ବିଗତ ଦିନରେ ମୃତ୍ୟୁବରଣ କରିଥିବା ନବମ ଶ୍ରେଣୀର…

ବିଧାୟକ ଙ୍କ 5 T ସ୍କୁଲ ପରିଦର୍ଶନ।

ବାସୁଦେବପୁର - ବାସୁଦେବପୁର ବ୍ଲକ ଅନ୍ତର୍ଗତ ବ୍ରାହ୍ମଣ ଗାଁ ପଞ୍ଚାୟତ ରେ ଥିବା ବ୍ରାହ୍ମଣ ଗାଁ ନୋଡାଲ ସ୍କୁଲ୍ କୁ 5 T କାମ ର ତଦାରଖ ପାଇଁ ବାସୁଦେବପୁର ବିଧାୟକ ବିଷ୍ଣୁ ବ୍ରତ ରାଉତ ରାୟ ପରିଦର୍ଶନ ରେ ଯାଇଥିଲେ। ବିଧାୟକ ବିଷ୍ଣୁ ବ୍ରତ ବିଦ୍ୟାଳୟ ପରିଦର୍ଶନ କରିବା ସହ ବାକି ରହିଥିବା କାମ…