ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ -୨୦୨୪ ଉପଲକ୍ଷେ ପଦଯାତ୍ରା ଓ ପଥତ୍ସବ ଅନୁଷ୍ଠିତ
ଜଗତସିଂହପୁର,ତା-୨୬.୧୦.୨୦୨୩/ସୁମନ୍ତ କୁମାର ଦାସ: ଜଗତସିଂହପୁର ଜିଲ୍ଲା ପ୍ରଶାସନ ଆନୁକୂଲ୍ୟରେ ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ଅଭିଯାନ-୨୦୨୪ ପରିପ୍ରେକ୍ଷୀରୁ ନୂତନ ଭୋଟରମାନଙ୍କୁ ସଚେତନ କରିବା ନିମନ୍ତେ ପଦଯାତ୍ରା ଓ ପଥତ୍ସବ ଅନୁଷ୍ଠିତ ହୋଇଯାଇଅଛି l ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ…