ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ
ଗାଇସିଲାଟ/ମନ ଡନସନା- ଗାଇସିଲାଟ ବ୍ଲକ ଅନ୍ତର୍ଗତ କନ୍ଦାଗାଡ ଗ୍ରାମ ଠାରେ ବରଗଡ ନେହେରୁ ଯୁବକେନ୍ଦ୍ର ଦ୍ବାରା କନ୍ଦାଗାଡ ବିନ୍ଧ୍ୟବାସିନୀ ଯୁବକ ସଂଘ ଆନୁକୁଲ୍ୟରେ ମୋ ମାଟି ମୋ ଦେଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ୟ୍ଯକ୍ରମରେ ମୁଖ୍ଯ ଅତିଥି ଭାବେରେ ଗାଇସିଲାଟ ବ୍ଲକ ଅଧ୍ଯକ୍ଷ…