ଭଞ୍ଜନଗର ବ୍ଳକ୍ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ
ଭଞ୍ଜନଗରରୁ ଉଦୟନାଥ ପଣ୍ଡା: ବ୍ଳକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ୨୦୨୩ ଭଞ୍ଜନଗର ସହର ଅନ୍ତର୍ଗତ ବଡକୋଦଣ୍ଡା ଗ୍ରାମର ଜବାହାର ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ ବରିଷ୍ଠ ଗୋଷ୍ଠୀ ଶିକ୍ଷା ଅଧିକାରୀ ଏସ୍ ଧନଞ୍ଜୟ ଓ ସହ ଗୋଷ୍ଠୀ ଶିକ୍ଷା…