ଶିଶୁଯତ୍ନ ଅନୁଷ୍ଠାନର ଶିଶୁଙ୍କ ପ୍ରତିଭା ବିକାଶ ନିମନ୍ତେ ଉତ୍ସାହ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ , ଗଜପତି ତରଫରୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ଵୟଂଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ଜିଲ୍ଲାରେ ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁ ମାନଙ୍କ ମଧ୍ୟରୁ ଜିଲ୍ଲାର ୫ ଟି ଶିଶୁ ଯତ୍ନ ଅନୁଷ୍ଠାନର ୬୭…