ବିଜେପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ରେ ବିଜ୍ଞାନ ମେଳା ଅନୁଷ୍ଠିତ l
ପଦ୍ମପୁର /ବିଜେପୁର-ଶିବାଶିଷ ପଟ୍ଟନାୟକ :- ଆଜି ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ବିଜେପୁରରେ ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି l ସରକାରୀ ବାଳିକା ଉଚ୍ଚବିଦ୍ୟାଳୟ ବିଜେପୁରର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଜାହ୍ନବୀ ସାହୁ ମା' ସରସ୍ଵତୀଙ୍କ ନିକଟରେ…