ଘୋଷଣା ହେଲା ଟିମ ମନମୋହନ

ନାଉରି, ଅପରାଜିତା, ଗୋଲକ, କୁସୁମ, ଲେଖାଶ୍ରୀଙ୍କ ସମେତ ୧୦ଉପସଭାପତି ଅଭିଳାଷ ପଣ୍ଡାଙ୍କୁ ଯୁବମୋର୍ଚ୍ଚା, ଐଶ୍ୱର୍ଯ୍ୟା ବିଶ୍ୱାଳଙ୍କୁ ମହିଳା ମୋର୍ଚ୍ଚା ଦାୟିତ୍ୱ ଉମାକାନ୍ତ ପଟ୍ଟନାୟକ ହେଲେ ସୋସିଆଲ୍ ମିଡିଆ ଇନ-ଚାର୍ଜ ଭୁବନେଶ୍ୱର : ଟିମ ଘୋଷଣାକୁ ନେଇ ରାଜ୍ୟ ବିଜେପି…

ମୁଖ୍ୟ ଉନ୍ନୟନ ଅଧିକାରୀ ଓ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଦୁଇଦିନିଆ ସମ୍ମିଳନୀ

ଗ୍ରାମୀଣ ଓଡ଼ିଶାର ରୂପାନ୍ତିକରଣକୁ ରାଜ୍ୟସରକାରଙ୍କ ସର୍ବାଧିକ ପ୍ରାଧାନ୍ୟ: ମନ୍ତ୍ରୀ ଶ୍ରୀ ଅମାତ ଭୁବନେଶ୍ବର :- ଭାରତର ଆତ୍ମା ଗାଁ ରେ ରହିଛି । ମହାତ୍ମା ଗାନ୍ଧୀଙ୍କ ଏହି ଉକ୍ତିଟିକୁ ଓଡ଼ିଶା ସରକାର ସବୁଠାରୁ ଅଧିକ ଚରିତାର୍ଥ କରିଛନ୍ତି । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ…

ଟିପିଏସ୍ଓଡିଏଲ୍ ର ସ୍କାଡାଭିତ୍ତିକ ଏରିଆ ପାୱାର ସିଷ୍ଟମ୍ କଂଟ୍ରୋଲ୍ ସେଂଟର (ଏପିଏସସିସି) ଫୁଲବାଣୀରେ ଉଦ୍ଘାଟିତ

ବ୍ରହ୍ମପୁର:ପରିଚାଳନା ଉତ୍କର୍ଷ ପ୍ରତି ଆଉ ଏକ ବଡ଼ ପଦକ୍ଷେପ ଗ୍ରହଣ କରି ଟିପି ଦକ୍ଷିଣ ଓଡ଼ିଶା ବିତରଣ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ପକ୍ଷରୁ ଫୁଲବାଣୀରେ ଏକ ସ୍କାଡାଭିତ୍ତିକ ଏରିଆ ପାୱାର ସିଷ୍ଟମ୍ କଂଟ୍ରୋଲ୍ ସେଂଟର (ଏପିଏସସିସି) ବା ଅଂଚଳ ବିଦ୍ୟୁତ ବ୍ୟବସ୍ଥା ନିୟନ୍ତ୍ରଣ କେନ୍ଦ୍ର ସ୍ଥାପନ…

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଅନୁଷ୍ଠିତ

ଜୁଲାଇ ମାସ ସୁଦ୍ଧା ବିଭିନ୍ନ ବିଭାଗର କାର୍ଯ୍ୟ ସଫଳତା ସମ୍ପର୍କରେ ଆଲୋଚନା ଭୁବନେଶ୍ୱର:ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ରାଜ୍ୟ ସରକାରଙ୍କ ସମସ୍ତ ବିଭାଗର ସଚିବମାନେ ଯୋଗ ଦେଇଥିଲେ । ଖାରବେଳ…

ବଦଳିଲେ ଜିଲ୍ଲା ଶିକ୍ଷାଧିକାରୀ,ରାଜଶ୍ରୀ ନୂତନ ଜିଲ୍ଲା ଶିକ୍ଷାଧିକାରୀ

ନୟାଗଡ଼,(ଲକ୍ଷ୍ମୀଧର ସାହୁ): ନୟାଗଡ଼ ଜିଲ୍ଲାର ନୂତନ ଜିଲ୍ଲା ଶିକ୍ଷାଧିକାରୀ ଭାବେ ରାଜଶ୍ରୀ ପଟ୍ଟନାୟକଙ୍କୁ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏଠାରେ କାର୍ଯ୍ୟରତ ଥିବା ଶିକ୍ଷାଧିକାରୀ ଅକ୍ରୁର ବାରିକଙ୍କ ଭଦ୍ରକ ଜିଲ୍ଲାକୁ ବଦଳି ହୋଇଛି। ଆଜି ପୂର୍ବାହ୍ନରେ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା…

ଓଏଏସ୍ ପରୀକ୍ଷାରେ ରାଉରକେଲାର ସ୍ଥିତପ୍ରଜ୍ଞ.

ରାଉରକେଲା(ବସନ୍ତ କୁମାର ଜେନା): ଓଡିଶା ପ୍ରଶାସନିକ ସେବା (ଓଏଏସ୍) ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ଏଥିରେ ୪୩ତମ ସ୍ଥାନ ହାସଲ କରିଛନ୍ତି ରାଉରକେଲା ର ପୁଅ ସ୍ଥିତପ୍ରଜ୍ଞ ପତି। ରାଉରକେଲା ବାସନ୍ତୀ କଲୋନୀର ବାସିନ୍ଦା ଶରତ କୁମାର ପତି ଓ ମଞ୍ଜୁଲତା ପତିଙ୍କ ଏକମାତ୍ର ପୁତ୍ର ସ୍ଥିତପ୍ରଜ୍ଞ ।…

ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଅବସର ଗ୍ରହଣ ।

ବଲାଙ୍ଗିର (ଜିଲ୍ଲା ପ୍ରତିନିଧି ସନ୍ତୋଷ କୁମାର ଠାକୁର) : ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଡକ୍ଟର ସନ୍ତୋଷ କୁମାର ପଣ୍ଡା ଅବସର ଗ୍ରହଣ କରିଛନ୍ତି । ସେ ବଲାଙ୍ଗିର ଜିଲ୍ଲାରେ ନୂତନ ଭାବେ ଯୋଗଦାନ କରିଥିବା ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ଆଲୋକ କୁମାର…

ଗବେଷଣା ପ୍ରସ୍ତୁତିକୁ ନେଇ ଏନ୍‌ଆର୍‌ଡିସି ଟିମ୍‌ର ସୋଆ ପରିଦର୍ଶନ

ଭୁବନେଶ୍ୱର, ଅଗଷ୍ଟ ୩: ନିକଟରେ ତିନୋଟି ଗୁରୁତ୍ୱପୂର୍ଣ୍ଣ ଫାର୍ମାସ୍ୟୁଟିକାଲ୍ ପ୍ରସ୍ତୁତିକୁ ନେଇ ନୂଆଦିଲ୍ଲୀ ସ୍ଥିତ ନ୍ୟାସନାଲ ରିସର୍ଚ୍ଚ ଡେଭଲପ୍‌ମେଂଟ କର୍ପୋରେସନ୍ (ଏନ୍‌ଆର୍‌ଡିସି) ସହ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏକ ଟେକ୍ନୋଲୋଜି ଲାଇସେନ୍ସିଂ ଏଗ୍ରିମେଂଟ ସ୍ୱାକ୍ଷରିତ ହୋଇଥିଲା ।…

ଅଂଗଦାନ ମୃତ୍ୟୁ ପରେ ବି ୮ଟି ଜୀବନ ରକ୍ଷା କରିପାରିବ ମଣିଷ

ଭୁବନେଶ୍ୱର, ଅଗଷ୍ଟ ୩: ୧୫ ବର୍ଷର ଝିଅର ମୃତ୍ୟୁ ସୁନିଶ୍ଚିତ ଜାଣିବା ପରେ ଯଦିଓ ବାପା-ମା’ଙ୍କର ପାଦ ତଳୁ ମାଟି ଖସି ଯାଇଥିଲା ତଥାପି ସେମାନେ ଧୈର୍ଯ୍ୟ ହରାଇ ନଥିଲେ ବରଂ ସେହି ମୂହୁର୍ତରେ ଅନ୍ୟ କାହାର ଜୀବନ ବଂଚାଇବା ନେଇ ମନକୁ ଦୃଢ଼ କରିଥିଲେ । ସେମାନେ ଝିଅର ମୃତ୍ୟୁ ପରେ ତା’ର ୨ଟି ବୃକକ୍…

ଦୁଇଦିନିଆ ଓଡିଶା ଗସ୍ତରେ ଶ୍ରୀ ଅମିତ ଶାହ

 ଆସନ୍ତାକାଲି ରାତିରେ ଭୁବନେଶ୍ୱର ପହଂଚିବେ ଶ୍ରୀ ଶାହ, ଶନିବାର ସନ୍ଧ୍ୟାରେ ଦିଲ୍ଲୀ ପ୍ରତ୍ୟାବର୍ତନ କରିବେ  ଶନିବାର ଦିନ ସକାଳେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗ ଦେବେ  ଶନିବାର ଅପରାହ୍ନରେ ରାଜ୍ୟ କାର୍ଯ୍ୟାଳୟଠାରେ ଦଳୀୟ ନେତୃବୃନ୍ଦ ଓ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ…