ଜିଲ୍ଲାସ୍ତରୀୟ ବିଶ୍ଵ ଅଣ୍ଡା ଦିବସ ୨୦୨୩
ପାରଳାଖେମୁଣ୍ଡି / ବାଳକୃଷ୍ଣ ପାଣିଗ୍ରାହୀ : ପ୍ରତି ବର୍ଷ ପରି ଅକ୍ଟୋବର ମାସ ଦ୍ଵିତୀୟ ଶୁକ୍ରବାର ବିଶ୍ଵ ଅଣ୍ଡା ଦିବସ ପାଳିତ ହୁଏ । ସେହିପରି ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ମଧ୍ୟ ଜିଲ୍ଲା ସ୍ତରୀୟ ପାରଳାଖେମୁଣ୍ଡି ଠାରେ ପ୍ରାଣୀ ଚିକିତ୍ସା ଓ ପ୍ରାଣୀ ପାଳନ ବିଭାଗ ତରଫରୁ…