ମଡେଲ ଡିଗ୍ରୀ କଲେଜରେ ଛାତ୍ରବୃତ୍ତି ସଚେତନତା ଶିବିର
ନବରଙ୍ଗପୁର/ଅଶୋକ ସାହୁ:ନବରଙ୍ଗପୁର ଜିଲ୍ଲାର ଟିର୍ଲିଅମ୍ବାଗୁଡା ଠାରେ ଥିବା ଆଦର୍ଶ ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ତରଫରୁ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଥିବା ବିଭିନ୍ନ ପ୍ରକାରର ଛାତ୍ରବୃତ୍ତି ସମ୍ବନ୍ଧୀୟ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ମହାବିଦ୍ୟାଳୟର…